ପ୍ରଶଂସକଙ୍କ ହୃଦୟ ଜିତିଲା ଶାହାରୁଖଙ୍କ ଉତ୍ତର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁ ଏବେ ତାଙ୍କ ଅପକମିଂ ଫିଲ୍ମ ପଠାନକୁ ନେଇ ଖୁବ ଚର୍ଚ୍ଚାରେ । ଏବେ ସେ ତାଙ୍କ ଫିଲ୍ମର ପ୍ରମୋଶନରେ ଖୁବ୍ ବ୍ୟସ୍ତ ଅଛନ୍ତି । ଏହାରି ଭିତରେ ଶାହାରୁଖ ଟୁଇଟରରେ ଆସ୍କ ମି ଏନିଥିଙ୍ଗ ସେଶନ ରଖିଥିଲେ । ଏହି ସମୟରେ ତାଙ୍କର ପ୍ରଶଂସକ ପଠାନ ଫିଲ୍ମରୁ ନେଇ ତାଙ୍କ ପର୍ସନାଲ ଲାଇଫ ପର୍ଯ୍ୟନ୍ତ ଅନେକ ପ୍ରଶ୍ନ ପଚାରିଥିବା ବେଳେ କିଙ୍ଗ ଖାନ ଦିଲ ଖୋଲି ଏହାର ଉତ୍ତର ଦେଇଥିଲେ ।
ଟୁଇଟରରେ ଆସ୍କ ମି ସେଶନରେ ଜଣେ ୟୁଜର ଶାହାରୁଖଙ୍କ ପ୍ରଥମ ଗର୍ଲଫ୍ରେଣ୍ଡଙ୍କ ନାମ ପଚାରିଥିବା ବେଳେ ସେ ପତ୍ନୀ ଗୌରିଙ୍କ ନାମ କହିଥିଲେ । ଆଉ ତାଙ୍କର ଏହି ଉତ୍ତର ୟୁଜର୍ସଙ୍କ ମନ କିଣିନେଇଥିଲା ।
ସୂଚନାଯୋଗ୍ୟ, ଶାହାରୁଖ ଖାଁ ଓ ଗୌରି ଖାଁଙ୍କ ଲଭ ଷ୍ଟୋରୀ କୌଣସି ଫିଲ୍ମ କାହାଣୀଠାରୁ କମ ନୁହେଁ । ଏମାନେ ଯେତେବେଳେ ପ୍ରେମରେ ପଡିଥିଲେ ସେତେବେଳେ ଟିନ ଏଜରେ ଥିଲେ । ଶାହାରୁଖ ବି ଏତେ ପପୁଲାର ନ ଥିଲେ । ହେଲେ ୧୯୯୧ରେ ଏମାନେ ବିବାହ କରିଥିଲେ । ସମୟକ୍ରମେ ଶାହାରୁଖ ବହୁତ ନାଁ କମେଇବା ସହ ଏବେ ଏମାନଙ୍କର ୩ ସନ୍ତାନଙ୍କୁ ନେଇ ସୁଖର ସଂସାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri