ଫିଲ୍ମ ‘ଡଙ୍କି’ ପାଇଁ ମିଳିବନି ଟିକେଟ୍‌, ଘରୁ ନେବାକୁ ପଡ଼ିବ ସୋଫା

ବଲିଉଡର କିଙ୍ଗ ଶାହାରୁଖ ଖାନ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଡଙ୍କି’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଶାହାରୁଖ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେଇ ଏକ୍ସରେ ଆସ୍କ ଏସଆରକେ ସେଶନ୍‌ ରଖିଥିଲେ। ଏଥିରେ ସେ ପୁଣି ଥରେ ପ୍ରଶଂସକଙ୍କ ପ୍ରଶ୍ନର ମଜାଳିଆ ଉତ୍ତର ଦେଇଥିଲେ। ଏହା ସହିତ ଶାହାରୁଖ ତାଙ୍କ ଫିଲ୍ମ ‘ଡଙ୍କି’ ବିଷୟରେ ମଧ୍ୟ ଏକ ବଡ଼ ଘୋଷଣା କରିଛନ୍ତି।
ଶାହାରୁଖ ଆସ୍କ ଏସଆରକେ ସେଶନ୍‌ ଆରମ୍ଭ କରିବା ମାତ୍ରେ ଜଣେ ପ୍ରଶଂସକ ତାଙ୍କୁ ପଚାରିଲେ, ମୁଁ ସାର୍‌ ‘ଡଙ୍କି’ ପାଇ ଫ୍ରଣ୍ଟ୍‌ କିମ୍ବା କର୍ନର ସିଟ ବୁକ କରିବା ଉଚିତ? ଏହାର ଜବାବ ଦେଇ ଶାହରୁଖ ପୁଣିଥରେ ସମସ୍ତଙ୍କ ହୃଦୟ ଜିତିଥିଲେ। ପ୍ରଶଂସକଙ୍କୁ ଜବାବ ଦେବାବେଳେ ଅଭିନେତା ଲେଖିଛନ୍ତି, ଭାଇ, ମୁଁ ବିଶ୍ୱାସ କରେ ଯେ ଫିଲ୍ମଟି ହାଉସ୍‌ଫୁଲ୍‌ ହେବ… ଆପଣଙ୍କୁ ଘରୁ ସୋଫା ଆଣିବାକୁ ପଡ଼ିବ, ଆପଣଙ୍କୁ ସିଟ ତ ମିଳିବ ନାହିଁ …’ ଶାହାରୁଖଙ୍କ ପ୍ରଶଂସକମାନେ ଏହି ଜବାବକୁ ପସନ୍ଦ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri