Posted inଜାତୀୟ

ଫଡନ୍‌ଭିସ୍‌ଙ୍କ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିଲେ ଶାହାରୁଖ, ସଲମାନଙ୍କ ସହ ଏସବୁ ଷ୍ଟାର

ମୁମ୍ବାଇ, ୫।୧୨: ଆଜି ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ। ଦେବେନ୍ଦ୍ର ଫଡନ୍‌ଭିସ୍‌ ମୁମ୍ବାଇର ଆଜାଦ ମଇଦାନରେ ମହାରାଷ୍ଟ୍ରର ସିଏମ ଭାବରେ ଶପଥ ଗ୍ରହଣ କରିବେ। ଏଭଳି ପରିସ୍ଥିତିରେ ଅନେକ ବଲିଉଡ ସୁପରଷ୍ଟାର ମଧ୍ୟ ସିଏମଙ୍କ ଶପଥ ଗ୍ରହଣ ସମାରୋହରେ ପହଞ୍ଚିଛନ୍ତି। ଶପଥ ଗ୍ରହଣ ସମାରୋହରେ ଶାହାରୁଖ ଖାନ, ସଲମାନ ଖାନ ଏବଂ ସଞ୍ଜୟ ଦତ୍ତଙ୍କ ସମେତ ଅନେକ ତାରକା ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri