ମନ୍ନତରେ ଲାଗିଛି ୩୦-୪୦ ଲକ୍ଷ ଟଙ୍କାର ଟିଭି

ମୁମ୍ବାଇ: ବଲିଉଡ ନାୟକ ଶାହାରୁଖ ଖାଁ ଜଣେ ଆଗଧାଡିର ଅଭିନେତା ହୋଇଥିବା ବେଳେ ଅଭିନୟରେ ସମସ୍ତଙ୍କ ହୃଦୟ ଜିତିଛନ୍ତି । ଇଣ୍ଡଷ୍ଟ୍ରିର ଧନି କଳାକାରଙ୍କ ମଧ୍ୟରେ ଜଣେ ହେଉଛନ୍ତି ଶାହାରୁଖ । ଅଭିନେତାଙ୍କର ବଡ ବଡ ସୌକ ବି ରହିଛି । ଶାହାରୁଖଙ୍କ ରୋଜଗାରର ମାଧ୍ୟମ କେବଳ ଫିଲ୍ମ ନୁହେଁ ବିଜ୍ଞାପନ ଓ ବ୍ୟବସାୟରୁ ଭଲ ରୋଜଗାର କରନ୍ତି ଶାହାରୁଖ । ନିକଟରେ ଏକ ଇଭେଣ୍ଟରେ ଯୋଗ ଦେଇ ତାଙ୍କ ଆଲିସାନ ବଙ୍ଗଳା ମନ୍ନତକୁ ନେଇ କିଛି କଥା ମନଖୋଲି କଥା ହୋଇଥିଲେ । ଶାହାରୁଖ କହିଥିଲେ ମନ୍ନତରେ ଲାଗିଛି ୧୦-୧୨ଟି ଟେଲିଭିଜନ ସେଟ୍ । ଏମିତିକି ସବୁ ପିଲାମାନଙ୍କ ରୁମରେ ଅଲଗା ଅଲଗା ଟିଭି ଲାଗିଛି । ସୁହାନା, ଆର୍ଯ୍ୟନ ଓ ଅବରାମଙ୍କ ରୁମରେ ବି ଅଲଗା ଟିଭି ସେଟ୍ ଲାଗିଛି । ତେବେ ପ୍ରତିଟି ଟେଲଭିଜନର ଦାମ ଦେଢ ଲକ୍ଷରୁ ଅଧିକ ଟଙ୍କା । ଏମିତି ହିସାବ କଲେ ପାଖାପାଖି ୩୦-୪୦ ଲକ୍ଷ ଟଙ୍କାର ଟେଲିଭିଜନ ସେଟ୍ ରହିଛି ଶାହାରୁଖଙ୍କ ଘରେ । ଏତେ ଦାମୀ ଟେଲିଭିଜନର ଦାମ ହିସାବ କଲେ ହୁଏତ ଜଣେ ମିଡିଲ କ୍ଲାସ ଫ୍ୟାମିଲି ଏକ ଫ୍ଲାଟ କିଣିପାରିବେ ବୋଲି କୁହାଯାଏ । ଏବେ ଶାହାରୁଖଙ୍କ ଏହି ବୟାନ ଖୁବ୍ ଚର୍ଚ୍ଚାରେ । ଏହାକୁ ନେଇ ୟୁଜର୍ସ ଭିନ୍ନ ଭିନ୍ନ କମେଣ୍ଟ ବି କରୁଛନ୍ତି । ଜଣେ ୟୁଜର୍ସ କହିଛନ୍ତି ଶାହାରୁଖଙ୍କ କଥା ଶୁଣିବା ପରେ ମୁଁ ନିଜକୁ ଖୁବ୍ ଗରିବ ବୋଲି ଅନୁଭବ କରୁଛି । ଅନ୍ୟ ଜଣେ ୟୁଜର୍ସ କହିଛନ୍ତି ଶାହାରୁଖଙ୍କ ଘର ମାନେ ଏତେ ଦାମର ଟେଲିଭିଜନ ଲାଗିବା କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?