‘ଜଓ୍ବାନ’ ପରେ ଫିଲ୍ମ ‘ଡଙ୍କି’ର ଶୁଟିଂ ଚଳାଇଛନ୍ତି ଶାହାରୁଖ: କଶ୍ମୀରରେ ଆସିଲେ ନଜର

 

ମୁମ୍ବାଇ: ସୁପରଷ୍ଟାର ଅଭିନେତା ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ପଠାନ୍‌’ ବକ୍ସ ଅଫିସରେ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରି ରେକର୍ଡ ସୃଷ୍ଟି କରିଛି। ଆଜିକାଲି କିଙ୍ଗ ଖାନ ତାଙ୍କର ଆଗାମୀ ଚଳଚ୍ଚିତ୍ରଗୁଡ଼ିକରେ କଠିନ ପରିଶ୍ରମ କରୁଥିବା ଦେଖିବାକୁ ମିଳିଛି। କିଛି ଦିନ ପୂର୍ବରୁ ସେ ଆକ୍ସନ ଫିଲ୍ମ ‘ଜୱାନ’କୁ ନେଇ ବ୍ୟସ୍ତ ଥିଲେ ଏବଂ ଫିଲ୍ମର ସେଟରୁ ଫଟୋ ଏବଂ ଭିଡିଓ ସାମ୍ନାକୁ ଆସିଥିଲା। ଏବେ ଫିଲ୍ମ ‘ଡଙ୍କି’କୁ ନେଇ ଚର୍ଚ୍ଚା ଆରମ୍ବ ହୋଇଛି।

ଶାହାରୁଖ ଫିଲ୍ମ ‘ଡଙ୍କି’ର ଶୁଟିଂ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବଲିଉଡର ବାଦଶାହାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ସେ କଶ୍ମୀରର ସୋନମର୍ଗରେ ନଜର ଆସିଛନ୍ତି। କୁହାଯାଉଛି ଯେ, ସେ ‘ଡଙ୍କି’ର ଶୁଟିଂ ପାଇଁ ଏଠାରେ ପହଞ୍ଚିଛନ୍ତି। ଶାହାରୁଖ ଖାନଙ୍କ ପ୍ରଶଂସକ କ୍ଲବ ଏହି ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ରାତିରେ କଶ୍ମୀରର ସୋନମର୍ଗରେ ପହଞ୍ଚିଛନ୍ତି ଏବଂ ତାଙ୍କୁ ମଧ୍ୟ ସ୍ବାଗତ କରାଯାଇଛି। ତେବେ ଏହି ଭିଡିଓ ଦେଖିବାକ ପରେ ପ୍ରଶଂସକଙ୍କ ଉତ୍ସାହ ବୃଦ୍ଧି ପାଇଛ।

ଶାହାରୁଖଙ୍କ ଫିଲ୍ମ ‘ଜୱାନ’ ଜୁନ ୨ ରେ ରିଲିଜ ହେବର ସମ୍ଭାବନା ରହିଛି। ଏହି ଚଳଚ୍ଚିତ୍ରଟି ଆଟଲେଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଛି ଏବଂ ଏଥିରେ ଜବରଦସ୍ତ ଆକ୍ସନ। ସେହିପରି ଖ୍ରୀଷ୍ଟମାସରେ ଫିଲ୍ମ ‘ଡଙ୍କି’ ରିଲିଜ ହୋଇପାରେ। ଏହାକୁ ରାଜକୁମାର ହିରାନୀ ନିର୍ଦ୍ଦେଶନା ଦେଇଛନ୍ତି। ଏଭଳି ସ୍ଥଳେ ପ୍ରଶଂସକମାନେ ମଧ୍ୟ ଏହି ଚଳଚ୍ଚିତ୍ରକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri