Posted inଫୁରସତ

ଏପରି ଏକ ସହର ଯେଉଁଠି ସେଲଫି ନେଲେ ଦେବାକୁ ପଡିବ ୨୫ ହଜାର ଜରିମାନା

ମଣିଷ ପ୍ରତ୍ୟେକ ମୁହୂର୍ତ୍ତକୁ କ୍ୟାମେରାରେ କ୍ୟାପଚର କରିବାକୁ ଭଲ ପାଏ। କିନ୍ତୁ ଆଜି ଆମେ ଦୁନିଆର ସେହି ସୁନ୍ଦର ସ୍ଥାନ ବିଷୟରେ କହିବାକୁ ଯାଉଛୁ, ଯେଉଁଠାରେ ସେଲଫି ନେବା ପାଇଁ ଆପଣଙ୍କୁ ଭାରି ଜରିମାନା ଦେବାକୁ ପଡିବ।

ବାସ୍ତବରେ ଇଟାଲୀର ପୋର୍ଟୋଫିନୋ ସହରରେ ସେଲଫି ନେବା ଉପରେ ଏକ ପ୍ରତିବନ୍ଧକ ଲଗାଯାଇଛି, ଯାହା ଏହାର ସୌନ୍ଦଯର୍‌ୟ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। କିନ୍ତୁ ଏହି ସହର ଏତେ ଚମତ୍କାର ଯେ ଆପଣ ଏହାକୁ କ୍ୟାମେରାରେ କ୍ୟାପଚର ନକରି ରହିପାରିବେ ନାହିଁ। ଏଭଳି ପ୍ରତିବନ୍ଧକ ଲାଗୁ କରିବା ପଛରେ ସ୍ଥାନୀୟ ପ୍ରଶାସନ ଏହାର କାରଣ ଦର୍ଶାଇଛି।

ଇଟାଲୀ ରିବେରା ଉପରେ ଅବସ୍ଥିତ ଏହି ସହର ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଭଳି ପରିସ୍ଥିତିରେ ବହୁ ସଂଖ୍ୟାରେ ପର୍ଯ୍ୟଟକ ପୋର୍ଟୋଫିନୋକୁ ଆସି ରଙ୍ଗୀନ ପ୍ରକୃତିର ଉପଭୋଗ କରନ୍ତି। ଏଠାରେ ଛୁଟିଦିନମାନଙ୍କରେ ରହିବାକୁ ହୋଟେଲ ମଧ୍ୟ ମିଳେନାହିଁ।

ପୋର୍ଟୋଫିନୋ ସହରକୁ ଆସୁଥିବା ପର୍ଯ୍ୟଟକମାନେ ରାସ୍ତାରେ ଅଟକି ଯାଇ ସେଲଫି ନେବା ଆରମ୍ଭ କରନ୍ତି, ଯେଉଁ କ୍ଷେତ୍ରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥାଏ। ଲୋକମାନେ ରାସ୍ତାରେ ସେଲଫି ନେଉଥିବାରୁ ଟ୍ରାଫିକ ଜାମ ହୁଏ। ତେଣୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସକାଳ ୧୦.୩୦ରୁ ସା ୬ଟା ପର୍ଯ୍ୟନ୍ତ ସେଲଫି ନେବାକୁ ବାରଣ କରାଯାଇଛି। ତେବେ ବାରଣ ସତ୍ତ୍ୱେ ନିୟମ ଉଲ୍ଲଂଘନ ଯଦି ଏଠାରେ କିଏ ସେଲଫି ନିଅନ୍ତି, ତେବେ ୨୪,୭୭୭ଟଙ୍କା ଜରିମାନା ଦେବାକୁ ପଡ଼ିବ। ପୋର୍ଟୋଫିନୋ ମେୟର ମାଟେଓ ଭିଆକାୱାଙ୍କୁ ଏହି ନିୟମ ବିଷୟରେ କହିଛନ୍ତି, ଅତୀତରେ ଏଠାରେ ଅରାଜକତା ବୃଦ୍ଧି ପାଇଛି। ଏଥିପାଇଁ କେବଳ ପର୍ଯ୍ୟଟକମାନେ ଦାୟୀ ଅଟନ୍ତି। ସେଥିପାଇଁ ଇଟାଲୀ ରିବେରା ସହରରେ ନୂତନ ନିୟମ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri