କିଙ୍ଗ ଖାଁନଙ୍କ ନାଁରେ ଆଉ ଏକ ସଫଳତା

ମୁମ୍ବାଇ: ବଲିଉଡର କିଙ୍ଗ ଖାଁ ରୋମାନ୍ସର ବାଦଶାହ ଓ ମୋଷ୍ଟ ଚାର୍ମିଂ ଆକ୍ଟର ଶାହାରୁଖ ଖାଁଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଯାଇଛି । ଅଭିନେତାଙ୍କୁ ରେଡ ସି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ କରାଯିବ । ରେଡ ସି ପକ୍ଷରୁ ରବିବାର ଏହି ଘୋଷଣା କରାଯାଇଛି । ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କୁ ଜେଦ୍ଦାରେ ଫେଷ୍ଟିଭାଲର ଦ୍ୱିତୀୟ ସଂସ୍କରଣର ଉଦଘାଟନ ସମାରୋହରେ ଫିଲ୍ମ ଇଣ୍ଡଷ୍ଟିରେ ତାଙ୍କର ଅସାଧାରଣ ଯୋଗଦାନ ପାଇଁ ଏହି ପୁରସ୍କାର ଦିଆଯିବ ।
ସୌଦି ଆରବର ଲାଲ ସାଗରେ ଆୟୋଜିତ ହେବାକୁ ଯାଉଥିବା ଏହି ଫେଷ୍ଟିଭାଲ ୧ ଡିସେମ୍ବରରୁ ୧୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ । ସାରା ବିଶ୍ୱର ଫିଲ୍ମ ଦୁନିଆର ଟ୍ୟାଲେଣ୍ଟେଡ କଳାକାର ଏହି ଫେଷ୍ଟିଭାଲରେ ସାମିଲ ହେବେ । ଏହାସହ ପ୍ରାୟ ୪୧ ଭାଷାରେ ୬୧ ଦେଶର ୧୩୧ ଫିଚର ଓ ଶର୍ଟ ଫିଲ୍ମ ପ୍ରଦର୍ଶିତ ହେବ ।
ଫେଷ୍ଟିଭାଲରେ ଭାରତୀୟ ଦର୍ଶକଙ୍କ ପାଇଁ ସବୁଠାରୁ ଲୋକପ୍ରିୟ କଳାକାର ଶାହାରୁଖ ଉପସ୍ଥିତ ରହିବେ । ଶାହାରୁଖ ସାରା ବିଶ୍ୱର ସବୁଠାରୁ ସଫଳ କଳାକାରମାନଙ୍କ ମଧ୍ୟରୁ ଜଣେ । ଫିଲ୍ମ ଉଦ୍ଦ୍ୟୋଗରେ ୩ ଦଶକରୁ ଅଧିକ ଫିଲ୍ମରେ କାମ କରିସାରିଥିବା ଶାହାରୁଖଙ୍କୁ ରେଡ ସି ଫେଷ୍ଟିଭାଲରେ ଏକ ବିଶେଷ ସମ୍ମାନ ଦିଆଯିବ । ଦେଶ ବ୍ୟତୀତ ଦେଶ ବାହାରେ ଶାହାରୁଖଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri