ଜନ୍ମଦିନରେ ଗ୍ରାଣ୍ଡ ପାର୍ଟିର ଆୟୋଜନ କରିବେ କିଙ୍ଗ୍‌ଖାନ, ସାମିଲ ହେବେ ଏହି ସବୁ ସେଲିବ୍ରିଟି

ମୁମ୍ବାଇ: ବଲିଉଡର କିଙ୍ଗ୍‌ଖାନ ନଭେମ୍ବର ୨ରେ ତାଙ୍କର ୫୮ ତମ ଜନ୍ମଦିନ ପାଳନ କରିବେ। ଏହି ବର୍ଷ ଅଭିନେତାଙ୍କ କ୍ୟାରିୟର ପାଇଁ ବହୁତ ଭଲ ହୋଇଛି। ୨୦୨୩ରେ, ତାଙ୍କ ଚଳଚ୍ଚିତ୍ର ଗ୍ଲୋବାଲ ବକ୍ସ ଅଫିସରେ ୨୦୦୦ କୋଟି ଟଙ୍କା ବ୍ୟବସାୟ କରିଛି । ଏହି କାରଣରୁ ସୁପରଷ୍ଟାର ତାଙ୍କ ଜନ୍ମଦିନକୁ ଧୂମଧାମ ସହିତ ପାଳନ କରିବାକୁ ଯାଉଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଦିନଟି ଏକ ଭବ୍ୟ ଉତ୍ସବ ପରି ପାଳନ କରାଯିବ। ଏହି ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ଶାହରୁଖଙ୍କ ତୃତୀୟ ରିଲିଜର ଟିଜର ରାଜକୁମାର ହିରାନୀଙ୍କ ଡଙ୍କି ତାଙ୍କ ଜନ୍ମଦିନରେ ମୁକ୍ତିଲାଭ କରିବ। ଏହି ଗ୍ରାଣ୍ଡ ପାର୍ଟିରେ କରଣ ଜୋହର, ଆଲିଆ ଭଟ୍ଟ, କାଜୋଲ, ଦୀପିକା ପାଦୁକୋନ, ରାଜକୁମାର ହିରାନି, ଏଟଲି, ସିଦ୍ଧାର୍ଥ ଆନନ୍ଦ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri