କିଙ୍ଗ୍‌ ଖାନ୍‌ଙ୍କ ଜନ୍ମଦିନରେ ପୁଣି ରିଲିଜ୍‌ ହେବ ଏହି ସୁପରହିଟ୍‌ ଫିଲ୍ମ, ଏବେ ବି ରହିଛି କ୍ରେଜ୍‌

ବଲିଉଡ କିଙ୍ଗ୍‌ ଖାନ୍‌ଙ୍କୁ କିଏ ବା ନ ଜାଣେ। ନିଜର ଅଭିନୟ, ଲୁକ୍‌କୁ ନେଇ ଫ୍ୟାନ୍ସଙ୍କ ହୃଦୟରେ ରାଜ୍‌ କରନ୍ତି। ତାଙ୍କ ଫିଲ୍ମକୁ ଦେଖିବାକୁ ଦର୍ଶକ ପାଗଳ ହୋଇଯାଆନ୍ତି। ତେବେ ଅଭିନେତା ନଭେମ୍ବର ୨ରେ ତାଙ୍କର ୫୭ ବର୍ଷ ବୟସରେ ପାଦ ଦେବାକୁ ଯାଉଛନ୍ତି। ଏହି ଅବସରରେ ଶାହାରୁଖ୍‌ଙ୍କ ସୁପରହିଟ୍‌ ଫିଲ୍ମ ‘ଦିଲୱାଲେ ଦୁଲହନିଆ ଲେ ଜାୟେଙ୍ଗେ’ ବୁଧବାର ପୁନଃ ରିଲିଜ୍‌ ହେବ। ଫିଲ୍ମର ନିର୍ମାତା ପିଭିଆର, ଆଇନକ୍ସ ଏବଂ ସିନେପଲିସ୍‌ ଭଳି ପ୍ରେକ୍ଷାଳୟରେ ରିଲିଜ୍‌ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଦର୍ଶକ ବୁଧବାର ଏହି ଫିଲ୍ମର ମଜା ନେଇ ପାରିବେ।
‘ଦିଲୱାଲେ ଦୁଲହନିଆ ଲେ ଜାୟେଙ୍ଗେ’ ଫିଲ୍ମଟି ପ୍ରଥମେ ୧୯୯୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଯାହା ସବୁଠୁ ସଫଳ ହିନ୍ଦୀ ଚଳଚ୍ଚିତ୍ର ଭାବରେ ପରିଗଣିତ ହୋଇଥିଲା। ଏବେ ବି ଏହି ଫିଲ୍ମର କ୍ରେଜ୍‌ ମଧ୍ୟ କମିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri