କିଙ୍ଗ୍ସ ଇଲେଭେନକୁ ହରାଇଲା ଶାହରୁଖ ଖାନଙ୍କ କେକେଆର୍‌

ଆବୁଧାବି, ୧୦।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ଶନିବାର ଅନୁଷ୍ଠିତ ୨୪ତମ ମୁକାବିଲାରେ ବଲିଉଡ୍‌ ସୁପର୍‌ଷ୍ଟାର ଶାହରୁଖ ଖାନଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିଜୟ ଲାଭ କରିଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ କୋଲକାତା ୨ ରନରେ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ପରାସ୍ତ କରିଛି।
ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି କୋଲକାତା ଅଧିନାୟକ ଦୀନେଶ କାର୍ତ୍ତିକ (୫୮ ରନ, ୨୯ ବଲ୍‌) ଓ ଶୁବମନ ଗିଲ୍‌ (୫୭ ରନ, ୪୭ ବଲ୍‌)ଙ୍କ ଅର୍ଦ୍ଧଶତକ ବଳରେ ୬ ଉଇକେଟ୍‌ ହରାଇ ୧୬୪ ରନ କରିଥିଲା। ଜବାବରେ ପଞ୍ଜାବ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୬୨ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଦୁଇ ଓପନର୍‌ ମୟଙ୍କ ଅଗ୍ରଓ୍ବାଲ୍‌ (୫୬ ରନ, ୩୯ ବଲ) ଓ ଅଧିନାୟକ ଲୋକେଶ ରାହୁଲ (୭୪ ରନ, ୫୮ ବଲ୍‌) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ବିଜୟୀ କରାଇ ପାରି ନ ଥିଲେ। ଏଥିସହ ପଞ୍ଜାବ ଲଗାତର ୪ଟି ମ୍ୟାଚ୍‌ ହାରିଛି। ୭ ମ୍ୟାଚ୍‌ରୁ ଗୋଟିଏ ବିଜୟ ଓ ୬ ପରାଜୟ ସହ ପଞ୍ଜାବ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଛି। ଅପରପକ୍ଷରେ କୋଲକାତା ୪ ବିଜୟ ସହ ୩ୟ ସ୍ଥାନକୁ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପାଇଁ ପାଣି ନେଇ ପଡିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ସିଡନୀ,୨୫।୧୦:ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ ଖେଳ ଭାବନାର ଏକ ଅନନ୍ୟ ଉଦାହରଣ ସଷ୍ଟି କରିଛନ୍ତି। ଖେଳାଳିଙ୍କ ପାଇଁ ପଡିଆକୁ ପାଣି ନେଇ ଯାଇଥିଲେ ପ୍ରଧାନମନ୍ତ୍ରୀ। ଯାହାର...

୧୯ ବର୍ଷ ପୁରୁଣା ବ୍ଲେଜର୍‌ ପିନ୍ଧି ବିସିସିଆଇ ପଦ ସମ୍ଭାଳିଲେ ଗାଙ୍ଗୁଲି, ଜାଣନ୍ତୁ କାହିଁକି

ମୁମ୍ବାଇ,୨୪।୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଏତେ ବଡ ପଦ ସମ୍ଭାଳିବା ପୂର୍ବରୁ ଗାଙ୍ଗୁଲିଙ୍କ ମଧ୍ୟରେ ସେହି...

ଦ୍ୱିତୀୟ ଦିନିକିଆ: ଭାରତର ବୃହତ୍‌ ବିଜୟ

ବିଶାଖାପାଟଣା,୧୮।୧୨ (ପି.ଟି.)- ପ୍ରଥମ ଦିନିକିଆର ପରାଜୟ ପରେ ଘରୋଇ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରିଛି। ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ସ୍ଥାନୀୟ...

ବାବରଙ୍କଠାରୁ ପଛରେ କୋହଲି

କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ...

ବ୍ରାଡମ୍ୟାନ, ଆଝାର ଅଲିଙ୍କ ରେକର୍ଡ ଭାଙ୍ଗିଲେ ଓ୍ବାର୍ନର

ଆଡିଲେଡ୍‌,୩୦।୧୧- ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ୩୩୫ ରନ୍‌ର ତ୍ରିଶତକ ହାସଲ କରିଛନ୍ତି। ଏଥିସହ ଆଡିଲେଡ ଓଭାଲ...

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର...

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର...

ହାଇଦ୍ରାବାଦ ଓପନ୍‌ ଟାଇଟଲ ଜିତିଲେ ସୌରଭ

ହାଇଦ୍ରାବାଦ,୧୧।୮(ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଅନୁଷ୍ଠିତ ହୋଇଥିବା ହାଇଦ୍ରାବାଦ ଓପନ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ...

Advertisement
Archives

Model This Week