Posted inଖେଳ

ଶାହରୁଖ ଖାନ୍‌ଙ୍କ ନାଇଟ୍‌ ରାଇଡର୍ସ ଦଳ ଅପରାଜେୟ

ତ୍ରିନିଦାଦ୍‌, ୬।୯: କାରିବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ୨୭ତମ ମ୍ୟାଚ୍‌ରେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ୨୩ ରନରେ ସେଣ୍ଟ ଲୁସିଆ ଜୌକସ୍‌ ଦଳକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ନାଇଟ୍‌ ରାଇଡର୍ସ ଡାରେନ ବ୍ରାଭୋ (୫୦ ରନ) ଓ ଅଧିନାୟକ କିରନ ପୋଲାର୍ଡ (୪୨)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୭୫ ରନ୍‌ କରିଥିଲା। ଜବାବରେ ସେଣ୍ଟ ଲୁସିଆ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୧୫୨ ରନ କରିବାକୁ ସମର୍ଥ ହୋଇଥିଲା। ମାର୍କ ଡେୟାଲ ୪୦ ଓ ଆନ୍ଦ୍ରେ ପ୍ଲେଚର ୪୨ ରନ କରିଥିଲେ। ବ୍ୟାଟିଂ ଭଳି ବୋଲିଂରେ ମଧ୍ୟ ପୋଲାର୍ଡ ୩ ଉଇକେଟ୍‌ ହାସଲ କରି ଦଳକୁ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଅଲ୍‌ରାଉଣ୍ଡ ପ୍ରଦର୍ଶନ ଲାଗି ତାଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ବିଜୟ ସହ ବଲିଉଡ୍‌ ସୁପର୍‌ ଷ୍ଟାର୍‌ ଶାହରୁଖ ଖାନ୍‌ଙ୍କ ମାଲିକାନାରେ ଥିବା ନାଇଟ୍‌ ରାଇଡର୍ସ ଦଳ ଚଳିତ ସଂସ୍କରଣରେ ବର୍ତ୍ତମାନ ସୁଦ୍ଧା ଅପରାଜେୟ ରହିଛି। ନାଇଟ୍‌ ରାଇଡର୍ସ ୯ ମ୍ୟାଚ୍‌ ଖେଳି ୯ ବିଜୟ ସହ ୧୮ ପଏଣ୍ଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭…

ଅମଲାତାନ୍ତ୍ରିକ ବିବାଦ

ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍‌ ଅଧିକାରୀ ଡି. ରୂପା ମୁଦଗିଲ୍‌ଙ୍କ ଦ୍ୱାରା ଆଇଏଏସ୍‌ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା…

ଅନାଥ ଆଶ୍ରମରୁ ଶିଶୁ ବିକ୍ରି ଅଭିଯୋଗ: ଏତଲା ପରେ ତଦନ୍ତ ଆରମ୍ଭ

ଭବାନୀପାଟଣା, ୨୮।୨ (ଉତ୍ତମ କୁମାର ଦାଶ): ଅସହାୟ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଶିଶୁ ବିକ୍ରି ଭଳି…

ମାନସିକ ସ୍ବାସ୍ଥ୍ୟ: ୬୦ତମ ସ୍ଥାନରେ ଭାରତୀୟ ଯୁବବର୍ଗ

ନୂଆଦିଲ୍ଲୀ,୨୮ା୨: ମାନସିକ ସ୍ବାସ୍ଥ୍ୟ ମାପକାଠି (ଏମ୍‌ଏଚ୍‌କ୍ୟୁ) ସ୍କୋରରେ ଭାରତୀୟ ଯୁବବର୍ଗ ନିମ୍ନମାନର ପ୍ରଦର୍ଶନ କରିଛନ୍ତି। ୮୪ଟି ଦେଶକୁ ନେଇ କରାଯାଇଥିବା ବୈଶ୍ୱିକ ସ୍ବାସ୍ଥ୍ୟ ଅଧ୍ୟୟନରେ ଭାରତୀୟ ଯୁବପିଢ଼ି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

କେରଳ ଷ୍ଟୋରି ୨ ମୁକ୍ତିଲାଭ ପାଇଁ ହାଇକୋର୍ଟଙ୍କ ଅନୁମତି

କୋଚି,୨୮ା୨: ‘ଦି କେରଳ ଷ୍ଟୋରି ୨-ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟର ଜଣିକିଆ ଖଣ୍ଡପୀଠ ଗୁରୁବାର ୧୫ ଦିନ ପାଇଁ ସ୍ଥଗିତାଦେଶ ଲଗାଇଥିଲେ। ଶୁକ୍ରବାର…

ନବୀନ ଡାକିଥିଲେ ବୈଠକ: ସମସ୍ତେ ଆସିଲେନି…

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri