ପ୍ରଥମ ମୁଭିରେ ଅଗସ୍ତ୍ୟ ନନ୍ଦାଙ୍କ ସହ ଲିପଲକ ସିନରେ ନଜର ଆସିଲେ ଶାହରୁଖଙ୍କ ଲାଡଲି

ମୁମ୍ବାଇ: ଜୋୟା ଅଖତରଙ୍କ ମୁଭି ‘ଦ ଆର୍ଚିଜ’ ଗୁରୁବାର ଅର୍ଥାତ୍‌ ୭ ଡିସେମ୍ବରରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ ହୋଇଛି। ଫିଲ୍ମଟି ଦର୍ଶକଙ୍କଠାରୁ ବହୁତ ଭଲ ପ୍ରତିକ୍ରିୟା ପାଇବାରେ ଲାଗିଛି। ଏହି ମୁଭି ମାଧ୍ୟମରେ ଅଭିନୟ ଜଗତରେ ପ୍ରବେଶ କରିଥିବା ଶାହରୁଖ ଖାଁଙ୍କ ଲାଡଲି ସୁହାନାଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ଫିଲ୍ମରୁ ସୁହାନାଙ୍କ କିଛି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

କେବଳ ସୁହାନା ନୁହଁନ୍ତି ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ନନ୍ଦା ଏବଂ ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ସାନ ଝିଅ ଖୁସି କପୁର ମଧ୍ୟ ‘ଦ ଆର୍ଚିଜ’ରେ ଡେବ୍ୟୁ କରିଛନ୍ତି। ଏହି ତିନିଜଣଙ୍କର ଭିନ୍ନ ଅନ୍ଦାଜ ଫିଲ୍ମରେ ଦେଖିବାକୁ ମିଳିଛି। ଯାହାକୁ ଦର୍ଶକ ମଧ୍ୟ  ପସନ୍ଦ କରଛନ୍ତି। ପ୍ରଥମ ମୁଭିରେ  ସୁହାନା ଅଗସ୍ତ୍ୟ ନନ୍ଦାଙ୍କ ସହ ଲିପଲକ ସିନରେ ନଜର ଆସିଛନ୍ତି। ଉଭୟଙ୍କ ରୋମାଣ୍ଟିକ କେମେଷ୍ଟ୍ରି ଫିଲ୍ମରେ ଦେଖିବାକୁ ମିଳିଛି।
ଏହା ବ୍ୟତୀତ ଖୁସୀ କପୁର ମଧ୍ୟ ପ୍ରଥମ ମୁଭିରୁ ଚଳଚ୍ଚିତ୍ର ଉପରେ ଛାଇ ଯାଇଛନ୍ତି। ଏଥିରେ ସେ ଅଗସ୍ତ୍ୟଙ୍କ ବେଷ୍ଟୀ ଭୂମିକାରେ ଅଭିନୟ କରିଥିଲେ। ଯାହାକୁ ସେ ମଧ୍ୟ ପସନ୍ଦ କରନ୍ତି। ମୁଭିରେ ଆପଣ କେବଳ ସୁହାନା ନୁହେଁ ବରଂ ଖୁସି କପୁରଙ୍କ ସହ ଅଗସ୍ତ୍ୟ ନନ୍ଦାଙ୍କ ଲିପସିନ୍‌ ଦେଖିବାକୁ ପାଇବେ। ଏହି ଦୃଶ୍ୟର କିଛି ଫଟୋ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ସୂଚନାଯୋଗ୍ୟ, ଷ୍ଟାର କିଡ୍ସ ସୁହାନା ଖାଁ, ଅଗସ୍ତ୍ୟ ନନ୍ଦା, ଖୁସି କପୁରଙ୍କ ବ୍ୟତୀତ ଆଦିତ୍ୟ ସେହଗଲ, ଯୁବରାଜ ମେଂଡା, ମିହିର ଅହୁଜା ଏବଂ ବେଦଙ୍ଗ ରାଇନା ମଧ୍ୟ ଏଥିରେ ଡେବ୍ୟୁ କରିଛନ୍ତି। ଅମିତାଭ ବଚ୍ଚନ, ଶାହରୁଖ ଖାଁ, ରଣବୀର ସିଂ, ଐଶ୍ୱର୍ଯ୍ୟା ରାୟଙ୍କ ପରି ଅନେକ ବଡ ସେଲିବ୍ରିଟି ଫିଲ୍ମର ପ୍ରିମିୟରରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri