Posted inଖେଳ

ଶାହରୁଖ ଖାନ୍‌ଙ୍କ ଦଳ ନାଇଟ୍‌ ରାଇଡର୍ସର ହ୍ୟାଟ୍ରିକ ବିଜୟ

ନୂଆଦିଲ୍ଲୀ, ୨୪।୮: କାରିବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ଏକ ମୁକାବିଲାରେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ୧୯ ରନରେ ବାର୍ବାଡସ୍‌ ଟ୍ରାଇଡେଣ୍ଟସ୍‌କୁ ପରାସ୍ତ କରିଛି। ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ମାଲିକାନାରେ ଥିବା ନାଇଟ୍‌ ରାଇଡର୍ସ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ୍‌ ହରାଇ ୧୮୫ ରନ କରିଥିଲା। ଦଳ ପକ୍ଷରୁ କଲିନ୍‌ ମୁନ୍‌ରୋ (୫୦), ଡାରେନ ବ୍ରାଭୋ (୫୪*) ଓ ଅଧିନାୟକ କିରନ ପୋଲାର୍ଡ (୪୧ ରନ, ୧୭ ବଲ୍‌) ଉଲ୍ଲେଖନୀୟ ଇନିଂସ ଖେଳିଥିଲେ। ଜବାବରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ବାର୍ବାଡସ୍‌ ଟ୍ରାଇଡେଣ୍ଟ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୬୬ ରନ କରିବାକୁ ସମର୍ଥ ହୋଇଥିଲା। ଓପନର୍‌ ଜନସନ ଚାଲର୍‌ସ (୫୨), ସାଇ ହୋପ୍‌ (୩୬) ଓ ହୋଲ୍ଡର (୩୪*) ଭଲ ବ୍ୟାଟିଂ କରିଥିଲେ ମଧ୍ୟ ଦଳକୁ ଜିତାଇ ପାରି ନ ଥିଲେ। ବିଜୟ ସହ ନାଇଟ୍‌ ରାଇଡର୍ସ ଟୁର୍ନାମେଣ୍ଟରେ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏଥିପୂର୍ବରୁ ନାଇଟ୍‌ ରାଇଡର୍ସ ୪ ଉଇକେଟ୍‌ରେ ଗୁୟାନା ଆମାଜନ ଓ୍ବାରିୟର୍ସକୁ ଏବଂ ୭ ଉଇକେଟ୍‌ରେ ଜାମାଇକା ତଲ୍‌ଓ୍ବାସକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?