Posted inଜାତୀୟ

ବିମାନ ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ନୂଆଦିଲ୍ଲୀ,୧୨ା୬: ଗୁରୁବାର ଅପରାହ୍ନରେ ଗୁଜରାଟର ଅହମ୍ମଦାବାଦରେ ଭାରତର ଯାତ୍ରୀବାହୀ ବିମାନ ବୋଇଂ ଡ୍ରିମ୍‌ଲାଇନ ୭୮୭ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ।
ଏହା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏଥିସହିତ ଶାହା ପୋଲିସ କମିଶନରଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଶାହା ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଯୁଦ୍ଧକାଳୀନ ଉଦ୍ଧାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି ବିମାନ ଚଳାଚଳ ମନ୍ତ୍ରୀ।

ସୂଚନାନୁଯାୟୀ, ଏହି ଦୁର୍ଘଟଣା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘଟିଛି। ବିମାନଟି ବିମାନବନ୍ଦର ସୀମା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି। ସାମ୍ନାକୁ ଆସିଥିବା ପ୍ରାରମ୍ଭିକ ଭିଡିଓରେ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖାଯାଉଛି। ଉଦ୍ଧାର କାର୍ଯ୍ୟ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri