Posted inଜାତୀୟ

ବିମାନ ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ନୂଆଦିଲ୍ଲୀ,୧୨ା୬: ଗୁରୁବାର ଅପରାହ୍ନରେ ଗୁଜରାଟର ଅହମ୍ମଦାବାଦରେ ଭାରତର ଯାତ୍ରୀବାହୀ ବିମାନ ବୋଇଂ ଡ୍ରିମ୍‌ଲାଇନ ୭୮୭ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ।
ଏହା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏଥିସହିତ ଶାହା ପୋଲିସ କମିଶନରଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଶାହା ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଯୁଦ୍ଧକାଳୀନ ଉଦ୍ଧାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି ବିମାନ ଚଳାଚଳ ମନ୍ତ୍ରୀ।

ସୂଚନାନୁଯାୟୀ, ଏହି ଦୁର୍ଘଟଣା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘଟିଛି। ବିମାନଟି ବିମାନବନ୍ଦର ସୀମା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି। ସାମ୍ନାକୁ ଆସିଥିବା ପ୍ରାରମ୍ଭିକ ଭିଡିଓରେ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖାଯାଉଛି। ଉଦ୍ଧାର କାର୍ଯ୍ୟ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri