ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା। ଓଡ଼ିଶାରେ ୨୦ ଲୋକ ସଭା ସିଟ୍‌ ଜିତିବା କି ନାହିଁ ସେ ଲୋକଙ୍କୁ ପଚାରିଛନ୍ତି। ଏଥିସହ ଓଡ଼ିଶାରେ ପ୍ରଥମ ଥର ଭାଜପା ସରକାର ବନେଇବା କି ନାହିଁ ବୋଲି କହିଛନ୍ତି। ଶାହା କହିଛନ୍ତି ଓଡ଼ିଶାକୁ ପ୍ରଥମ ଥର ମୁଁ ନିର୍ବାଚନ ପ୍ରଚାର ପାଇଁ ଆସିଛି।

ସାରା ଦେଶରେ ଯୁଆଡ଼େ ଯାଇଛି ସବୁଠି ମୋଦି ନାରା। ଆଜି ଓଡ଼ିଶାରେ ବି ପୂରା ମାହୋଲ ମୋଦି ମୟ ରହିଛି। ଓଡ଼ିଶା ଲୋକ ବି ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବେ। ଓଡ଼ିଶାର ଭାଷା, ସଂସ୍କୃତି ଗୌରବ ପାଇଁ ଭାଜପା ସରକାର ବନିବା ଦରକାର। ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛନ୍ତି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛନ୍ତି ଏଠାର ସରକାର। ସବୁଠାରୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri