ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା। ଓଡ଼ିଶାରେ ୨୦ ଲୋକ ସଭା ସିଟ୍‌ ଜିତିବା କି ନାହିଁ ସେ ଲୋକଙ୍କୁ ପଚାରିଛନ୍ତି। ଏଥିସହ ଓଡ଼ିଶାରେ ପ୍ରଥମ ଥର ଭାଜପା ସରକାର ବନେଇବା କି ନାହିଁ ବୋଲି କହିଛନ୍ତି। ଶାହା କହିଛନ୍ତି ଓଡ଼ିଶାକୁ ପ୍ରଥମ ଥର ମୁଁ ନିର୍ବାଚନ ପ୍ରଚାର ପାଇଁ ଆସିଛି।

ସାରା ଦେଶରେ ଯୁଆଡ଼େ ଯାଇଛି ସବୁଠି ମୋଦି ନାରା। ଆଜି ଓଡ଼ିଶାରେ ବି ପୂରା ମାହୋଲ ମୋଦି ମୟ ରହିଛି। ଓଡ଼ିଶା ଲୋକ ବି ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବେ। ଓଡ଼ିଶାର ଭାଷା, ସଂସ୍କୃତି ଗୌରବ ପାଇଁ ଭାଜପା ସରକାର ବନିବା ଦରକାର। ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛନ୍ତି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛନ୍ତି ଏଠାର ସରକାର। ସବୁଠାରୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri