Posted inଜାତୀୟ

ଶାହାବୁଦ୍ଦିନ ଚୁପ୍ପୁ ବାଂଲାଦେଶ ରାଷ୍ଟ୍ରପତି ନିର୍ବାଚିତ

ଢାକା,୧୫।୨: ପୂର୍ବତନ ବିଚାରପତି ତଥା ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ଶାହାବୁଦ୍ଦିନ ଚୁପ୍ପୁ ନିର୍ଦ୍ୱନ୍ଦ୍ୱରେ ବାଂଲାଦେଶର ୨୨ତମ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ମୁଖ୍ୟ ନିର୍ବାଚନ କମିଶନର କାଜି ହବିବୁଲ ଅଓ୍ବଲ ଘୋଷଣା କରିଛନ୍ତି। ୭୪ ବର୍ଷୀୟ ଚୁପ୍ପୁ ବର୍ତ୍ତମାନର ରାଷ୍ଟ୍ରପତି ମହମ୍ମଦ ଅବଦୁଲ ହମିଦ୍‌ଙ୍କ ସ୍ଥାନ ନେବେ। ଆଓ୍ବାମୀ ଲିଗ୍‌ ଉପଦେଷ୍ଟା ପରିଷଦ ସଦସ୍ୟ ଚୁପ୍ପୁ ରବିବାର ରାଷ୍ଟ୍ରପତି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନିର୍ବାଚନ ଦୌଡ଼ରେ ନ ଥିବାରୁ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ଚୁପ୍ପୁଙ୍କୁ ନିର୍ବାଚିତ ଘୋଷଣା କରାଯାଇଛି। ବିଦାୟୀ ରାଷ୍ଟ୍ରପତି ହମିଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨୩ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri