Posted inଖେଳ

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା ସ୍ୱତନ୍ତ୍ର ପୁରସ୍କାର ଘୋଷଣା କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତକୁ ୧୯୧ ରନ୍‌ରେ ପରାସ୍ତ କରି ପାକିସ୍ତାନ ଚାମ୍ପିୟନ ବିଜୟୀ ହୋଇଛି।

ଶରିଫ ଟାଇଟଲ ବିଜୟୀ ଦଳ ଅଫିସିଆଲମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଅଭ୍ୟର୍ଥନା ଉତ୍ସବରେ ଶରିଫ ଏହି ପୁରସ୍କାର ଘୋଷଣା କରିବା ସହ ଦଳର ପ୍ରଦର୍ଶନକୁ ନେଇ ଉଚ୍ଚ ପ୍ରଶଂସା କରିଛନ୍ତି। ଟିମ୍‌ ମ୍ୟାନେଜର ତଥା ମେଣ୍ଟର ସର୍ଫରାଜ ଅହମ୍ମଦ କହିଛନ୍ତି, ଅଭ୍ୟର୍ଥନା ଉତ୍ସବ ପରେ ପ୍ରଧାନମନ୍ତ୍ରୀ ଶରିଫ ପ୍ରତ୍ୟେକ ଖେଳାଳିଙ୍କ ଲାଗି ୧୦ ନିୟୁତ (ପ୍ରାୟ ୩୬,୦୦୦ ଆମେରିକୀୟ ଡଲାର) ନଗଦ ଆର୍ଥତ୍କ ପୁରସ୍କାର ଘୋଷଣା କରିଛନ୍ତି।

ଦଳର ଏହି ସଫଳତା ପାଇଁ ଦୀର୍ଘ ଦିନର ଚୟନ ପ୍ରକ୍ରିୟାକୁ ଶ୍ରେୟ ଦେଇଛନ୍ତି ପାକିସ୍ତାନ ମୁଖ୍ୟ କୋଚ୍‌ ଶହିଦ ଅନଓ୍ୱାର। ୫୦ ଓଭର କ୍ରିକେଟରେ ପ୍ରତ୍ୟେକ ଖେଳାଳିଙ୍କୁ ଯଥେଷ୍ଟ ଅନୁଭବି କରାଯାଇଛି। ୭୦ଜଣ ଖେଳାଳିଙ୍କୁ ନେଇ ଏହି ପ୍ରକ୍ରିୟା ଜୁନ୍‌ ମାସରୁ ଆରମ୍ଭ କରାଯାଇଥିଲା। ଟ୍ରାଏଲ୍ସ ପରେ ଏହି ସଂଖ୍ୟା ୨୦କୁ ହ୍ରାସ କରାଯାଇଥିଲା। ସେମାନଙ୍କୁ ଘରୋଇ ସ୍ତରରେ ୫୦ ଓଭର କ୍ରିକେଟ ଖେଳିବା ଲାଗି ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri