‘ଭୋଟ୍‌ ଦେବା ବେଳେ ଇମ୍ରାନଙ୍କ ଦୁର୍ନୀତି, ଆର୍ଥିକ ବିପର୍ଯ୍ୟୟ କଥା ମନେ ପକାଇବ’

ଇସଲାମାବାଦ,୧୭ା୭:  ପାକିସ୍ତାନର ପଞ୍ଜାବରେ ଉପ-ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ପଞ୍ଜାବର ୨୦ଟି ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ରବିବାର ଜନସାଧାରଣଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ତୁମେ ଭୋଟ ଦେବା ପୂର୍ବରୁ ଇମ୍ରାନ ଖାନଙ୍କ ନେତୃତ୍ୱରେ ପିଟିଆଇ ସରକାରଙ୍କ କାର୍ଯ୍ୟକାଳ ମଧ୍ୟରେ ଆର୍ଥିକ ବିପର୍ଯ୍ୟୟ, ଦୁର୍ନୀତି, ସୁରକ୍ଷା ଏବଂ ମାଫିଆ ବିନାଶ ବିଷୟରେ ଟିକେ ଚିନ୍ତା କରିବ। ସେ କହିଛନ୍ତି, ପିଟିଆଇ କାର୍ଯ୍ୟକାଳ ମଧ୍ୟରେ ପାକିସ୍ତାନ ନିଜ ଲକ୍ଷ୍ୟସ୍ଥଳରୁ ଦୂରେଇ ଯାଇଛି। ତୁମ ଭୋଟ ମାଧ୍ୟମରେ ଏହାକୁ କହିବାକୁ ପଡ଼ିବ।

ସୂଚନାଯୋଗ୍ୟ, ପଞ୍ଜାବର ୨୦ଟି ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନରେ ୪୫ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରୁଛନ୍ତି। ଆଜି ସକାଳ ୮ରୁ ଭୋଟଦାନ ଆରମ୍ଭ ହୋଇଥିଲା। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ପାକିସ୍ତାନର ପଞ୍ଜାବରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri