Posted inଖେଳ

ପିତା ହୋଇଥିବା ବୁମ୍‌ରାଙ୍କୁ ଶାହିନ ଦେଲେ ଖାସ୍‌ ଉପହାର, ହୃଦୟ ଜିଣୁଛି…

କଲମ୍ବୋ,୧୨।୯: ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ମଝିରେ ପିତା ହୋଇଛନ୍ତି ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା। ଏହାକୁ ନେଇ ତାଙ୍କୁ ସାଥୀ କ୍ରିକେଟରମାନେ ଅଭିନନ୍ଦନ ଜଣାଉଛନ୍ତି। ରବିବାର ଖେଳାଯାଇଥିବା ଟୁର୍ନାମେଣ୍ଟର ସୁପର-୪ ମୁକାବିଲା ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଏହା ରିଜର୍ଭ ଡେ’ରେ ଖେଳାଯାଇଥିଲା। ତେବେ ବର୍ଷାର ଲୁଚକାଳି ଭିତରେ ଭାରତ ଏବଂ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମଧୁର ସମ୍ପର୍କର ନୂଆ ଅଧ୍ୟାୟ ଦେଖିବାକୁ ମିଳିଥିଲା। ଭାରତ ବିପକ୍ଷରେ ଜବରଦସ୍ତ ବୋଲିଂ କରିଥିବା ଶାହିନ ଶାହ ଆଫ୍ରିଦି ବାପା ହେବା ଖୁସିରେ ବୁମ୍‌ରାଙ୍କୁ ଶୁଭକାମନା ଜଣାଇଥିଲେ। ଏଥିସହ ତାଙ୍କୁ ଏକ ଉପହାର ଦେଇ ପୁଅ ଅଙ୍ଗଦ ସବୁବେଳେ ଖୁସିରେ ରୁହନ୍ତୁ ବୋଲି ଆଶୀର୍ବାଦ କରିଥିଲେ।

ପାକିସ୍ତାନ କ୍ରିକେଟ ବୋର୍ଡ ଉଭୟଙ୍କ ଏହି ସ୍ବତନ୍ତ୍ର ମୂହୁର୍ତ୍ତର ଭିଡିଓ ଜାରି କରିଛି। ଭିଡିଓରେ ବୁମ୍‌ରାଙ୍କୁ ଭେଟି ଶାହିନ ଶୁଭକାମନା ଜଣାଉଛନ୍ତି। ଏହାର ପ୍ରତି ଉତ୍ତର ଦେଇ ବୁମ୍‌ରା ତାଙ୍କୁ ଧନ୍ୟବାଦ ଜଣାଉଛନ୍ତି। ଏବେ ଏହି ଭିଡିଓଟି ବେଶ ଭାଇରାଲ ହେଉଛି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri