Posted inଖେଳ

ଏସିଆ କପ୍‌ ପୂର୍ବରୁ ପାକିସ୍ତାନକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୦।୮: ପାକିସ୍ତାନ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଦ୍ରୁତ ବୋଲର ଶାହିନ୍‌ ଆଫ୍ରିଦି ଆହତ ହେବା କାରଣରୁ ଏସିଆ କପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗଲ୍‌ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଶାହିନଙ୍କ ଡାହାଣ ଆଣ୍ଠୁରେ ଆଘାତ ଲାଗିଛି। ଏହାକୁ ନେଇ ତାଙ୍କୁ ୪-୬ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି।
ଶାହିନ୍‌ ଏସିଆ କପ୍‌ ବ୍ୟତିତ ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ୍‌ ମଧ୍ୟ ଖେଳିପାରିବେ ନାହିଁ। ହେଲେ ସେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ପୂର୍ବରୁ ମଇଦାନକୁ ଫେରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୁଷିଆ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ ପ୍ରୋଗ୍ରାମ ‘ମନ କି ବାତ୍‌’ରେ ରବିବାର ରୁଷିଆ ଟେନିସ ଖେଳାଳି ଡାନିଏଲ ମେଡ୍‌ଭେଡେଭଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ଶେଷ...

ଭାରତର ପରାଜୟ ଦେଖି ନାଚିଲେ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳି: ଦେଖନ୍ତୁ ଭିଡିଓ

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ମହିଳା ଦିନିକିଆ ବିଶ୍ୱକପ ୨୦୨୨ରୁ ଟିମ ଇଣ୍ଡିଆ ବାଦ୍‌ ପଡିଛି। ଶେଷ ଲିଗ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତକୁ ତିନି ଉଇକେଟ୍‌ରେ ପରାସ୍ତ କରିଛି।...

ଦୁଇ ଇଞ୍ଚର ତ୍ରୁଟି ହାଇଦ୍ରାବାଦ ହାତରୁ ଛଡ଼ାଇ ନେଲା ମ୍ୟାଚ୍‌

ଚେନ୍ନାଇ, ୨୫।୪: ପୁଣି ଥରେ ଚେନ୍ନାଇରେ ଦେଖିବାକୁ ମିଳିଛି ଥ୍ରିଲର ମ୍ୟାଚ୍‌। ଲୋ ସ୍କୋରିଂ ମ୍ୟାଚ୍‌ ସାଙ୍ଗକୁ ସୁପର ଓଭରର ମଜା। ଦୁଇ ଦଳ ପାଇଁ...

କ୍ୟାରିୟରର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ହାସଲ କଲେ ସ୍ମୃତି ମନ୍ଧାନା

ଦୁବାଇ, ୨୦ା୯: ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ଆଇସିସି ଅନ୍ତର୍ଜାତୀୟ ଟି୨୦ ର଼୍ୟାଙ୍କିଙ୍ଗ ତାଲିକାରେ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ତର୍ଜାତୀୟ...

ମା’ ଦୁର୍ଗାଙ୍କ ଜଣେ ବଡ ଭକ୍ତ ଏହି ବାଂଲାଦେଶୀ କ୍ରିକେଟର

ଲଣ୍ଡନ, ୧୮।୬: ଚଳିତ ବିଶ୍ୱକପରେ ବିପର୍ଯ୍ୟୟ ଘଟାଇଛି ବାଂଲାଦେଶ। ସୋମବାର ଅନୁଷ୍ଠିତ ହାଇ ସ୍କୋରିଂ ମ୍ୟାଚ୍‌ରେ ସାକିବ-ଅଲ-ହାସନଙ୍କ ଶତକ ଏବଂ ଲିଟନ ଦାସଙ୍କ ବିସ୍ଫୋରକ ବ୍ୟାଟିଂ...

କରୋନା ଆକ୍ରାନ୍ତ ବିଶ୍ୱକପ୍‌ ଚାମ୍ପିୟନ ଖେଳାଳି

ରୋମ,୧୮।୩- ଜୁଭେଣ୍ଟସ ପକ୍ଷରୁ ଖେଳୁଥିବା ବିଶ୍ୱକପ ଚାମ୍ପିୟନ ଫ୍ରାନ୍ସ ଦଳର ସଦସ୍ୟ ବ୍ଲାଇସେ ମାଟୁଡି ଓ ହେଲାସ ଭେରୋନା ଖେଳାଳି ମାଟି ଜାକାଗନି ଘାତକ ଭାଇରସ...

ଭାରତକୁ ପ୍ରଥମ ସଫଳତା: ଇତିହାସ ରଚିବାକୁ ଆବଶ୍ୟକ ୯ ଉଇକେଟ୍‌

ଓଭାଲ,୬।୯: ଓଭାଲରେ ଖେଳାଯାଉଥିବା ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟର ପଞ୍ଚମ ଦିନର ଖେଳ ଆରମ୍ଭ ହୋଇଛି। ପଞ୍ଚମ ଦିନରେ ଇଂଲଣ୍ଡ ଗୋଟିଏ ଉଇକେଟ...

ଆର୍ଜେଣ୍ଟିନାକୁ ୪-୨ରେ ହରାଇଲା ଭାରତ

ବୁଏନ୍ସ ଆରିଜ, ୧୫।୪(ପି.ଟି.)- ବିଜୟ ସହ ଭାରତୀୟ ହକି ଦଳ ଏହାର ଆର୍ଜେଣ୍ଟିନା ଗସ୍ତ ଶେଷ କରିଛି। ବୁଧବାର ଅନୁଷ୍ଠିତ ୪ର୍ଥ ତଥା ଅନ୍ତିମ ଅଭ୍ୟାସ...

Advertisement
Archives

Model This Week