Posted inଖେଳ

ପୁଣି ବିବାହ କରିବେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୧୦।୯: ପାକିସ୍ତାନ କ୍ରିକେଟର ଶାହିନ ଶାହା ଆଫ୍ରିଦି ତାଙ୍କ ସ୍ତ୍ରୀ ଅନ୍‌ସା ଆଫ୍ରିଦିଙ୍କୁ ପୁଣି ଥରେ ବିବାହ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଦୁହେଁ ପ୍ରଥମେ ପାରମ୍ପାରିକ ଆଫ୍ରିଦି ରୀତିନୀତି ଅନୁଯାୟୀ ଚଳିତ ବର୍ଷ ଫେବୃଆରୀ ୩ରେ ବିବାହ କରିଥିଲେ। କେବଳ ଘନିଷ୍ଠ ପରିବାର ସଦସ୍ୟ ଏବଂ ବନ୍ଧୁମାନେ ଯୋଗ ଦେଇଥିଲେ।
ବର୍ତ୍ତମାନ ଶାହିନ ଏବଂ ଅନ୍‌ସା ନିଜ ପ୍ରେମ କାହାଣୀକୁ ସାରା ବିଶ୍ୱ ସହ ସହିତ ବାଣ୍ଟିବାକୁ ପ୍ରସ୍ତୁତ। ଏସିଆ କପ ୨୦୨୩ ଫାଇନାଲ୍‌ର ଦୁଇ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୧୯ରେ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୨୧ରେ ଏହି ଦମ୍ପତି ବିବାହ ରିସେପ୍ସନ ଦେବେ।
୨୩ ବର୍ଷୀୟ ଶାହିନ ଆଫ୍ରିଦି କ୍ରିକେଟ ଦୁନିଆରେ ହଇଚଇ ସୃଷ୍ଟି କରିସାରିଛନ୍ତି। ପ୍ରାୟତଃ ଡେଲ ଷ୍ଟେନ ଏବଂ ଜିମି ଆଣ୍ଡରସନଙ୍କ ପରି କିମ୍ବଦନ୍ତୀ ବୋଲରଙ୍କ ସହ ତାଙ୍କର ତୁଳନା କରାଯାଏ। ସେ ଏସିଆ କପ ୨୦୨୩ରେ ପାକିସ୍ତାନୀ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri