ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା ଦିନଗୁଡ଼ିକୁ ମନେ ପକାଇଛନ୍ତି। ଏବେ କିନ୍ତୁ ସମୟ ବଦଳିଛି। ସେ ସେଥିରୁ ମୁକ୍ତ ହୋଇ ଜୀବନରେ ଆଉ ପାଦେ ଆଗକୁ ବଢ଼ିଛନ୍ତି।

ଶାହୀନ ପ୍ରେମିକ ଈଶାନ ମେହେରାଙ୍କ ସହ ଫଟୋ ଶେୟାର କରି ସମ୍ପର୍କ ଉପରୁ ପରଦା ହଟାଇଛନ୍ତି। ଜନ୍ମଦିନ ଥିବା ଯୋଗୁ ଉଭୟଙ୍କ କିଛି ସ୍ମରଣୀୟ ଫଟୋ ଦେଇ ସେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଫଟୋରେ ଆଲିଆ ପ୍ରତିକ୍ରିୟା ରଖିଛନ୍ତି। ଈଶାନଙ୍କୁ ସେ ପସନ୍ଦର ସାଥୀ ବୋଲି କହିଛନ୍ତି।

କେବଳ ସେତିକି ନୁହେଁ ପୋଷ୍ଟରେ ଭଉଣୀ ପୂଜା ଭଟ୍ଟ, ନୀତୁ କପୁର, ମସାବା ଗୁପ୍ତା, ପରିଣୀତି ଚୋପ୍ରା, ଅନନ୍ୟା ପାଣ୍ଡେ, ବାଦଶାହାଙ୍କ ଭଳି କଳାକାର ପ୍ରତିକ୍ରିୟା ରଖିଛନ୍ତି।

 

View this post on Instagram

 

A post shared by Shaheen Bhatt (@shaheenb)

ଶାହୀନଙ୍କ ବିଷୟରେ କହିଲେ ସେ ଆଲିଆଙ୍କ ନିଜ ଭଉଣୀ। ସେ ସୋନି ରାଜଦାନଙ୍କ ଝିଅ। ସେ ପରିବାରର ଅନ୍ୟମାନଙ୍କ ଭଳି ଅଭିନୟକୁ ପେସା ଭାବେ ବାଛି ନାହାନ୍ତି। ସେ ଜଣେ ମାନସିକ ରୋଗର ଆଡଭୋକେଟ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri