Posted inଖେଳ

ବିଶ୍ୱକପ୍‌ରେ ବଡ଼ ବିଶ୍ୱ ରେକର୍ଡ ଭାଙ୍ଗିଲେ ପାକିସ୍ତାନର ଏହି ବୋଲର୍‌; ଷ୍ଟାର୍କ ରହିଗଲେ ପଛରେ…

ନୂଆଦିଲ୍ଲୀ,୩୧।୧୦: ବିଶ୍ୱକପ୍‌ ୨୦୨୩ରେ ପାକିସ୍ତାନ ଟିମ୍‌ର ନୈରାଶ୍ୟଜନକ ପ୍ରଦର୍ଶନ ସତ୍ତ୍ୱେ ଚମକିଛନ୍ତି ଜଣେ ଖେଳାଳି। ସେ ହେଲେ ଶାହିନ ଶାହା ଆଫ୍ରିଦି। ଶାହିନ ନିଜ ଜବରଦସ୍ତ ପ୍ରଦର୍ଶନ ଯୋଗୁ ବୋଲର୍‌ ଭାବେ ଏକ ବିଶ୍ୱ ରେକର୍ଡ ବି ଭାଙ୍ଗିଛନ୍ତି।

ବାଲାଂଦେଶ ବିପକ୍ଷରେ ପ୍ରଥମ ଉଇକେଟ ନେବା ମାତ୍ରେ ଶାହିନ ଏକ ବଡ଼ ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ସେ ଦିନିକିଆରେ ଦ୍ରୁତତମ ୧୦୦ ଉଇକେଟ ପୂରଣ କରିଛନ୍ତି। ପୂର୍ବରୁ ମିଶେଲ ଷ୍ଟାର୍କଙ୍କ ନାମରେ ଏହି ବିଶ୍ୱ ରେକର୍ଡ ଥିବା ବେଳେ ଏବେ ଶାହିନ ତାଙ୍କ ସ୍ଥାନ ନେଇଛନ୍ତି। ଶାହିନ ନିଜର ୫୧ତମ ମ୍ୟାଚ୍‌ରେ ନିଜର ୧୦୦ ଉଇକେଟ ପୂରଣ କରିଛନ୍ତି। ଷ୍ଟାର୍କ ୫୨ ମ୍ୟାଚ୍‌ରେ ଏହି କାରନାମା କରିଥିଲେ।

୨୦୧୮ ସେପ୍ଟେମ୍ବର ୨୧ରେ ଆଫଗାନିସ୍ତାନ ବିପକ୍ଷରେ ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ ଶାହିନ। ସେ ଅନ୍ତର୍ଜାତୀୟ କ୍ରିକେଟରେ ପାଦ ରଖିବା ପରଠାରୁ ନିଜର ଦବ୍‌ଦବା ଜାହିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri