Posted inଖେଳ

ମ୍ୟାଚ୍‌ ହାରିବା ପରେ ଭୋ-ଭୋ ହୋଇ କାନ୍ଦିଲେ ଆଫ୍ରିଦି; ଅଟକାଇ ପାରିଲେନି କୋଚ୍‌… 

ନୂଆଦିଲ୍ଲୀ,୨୮।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ପାକିସ୍ତାନ ପରାଜୟର ସ୍ବାଦ ଚାଖିଛି। ଏହାକୁ ନେଇ ଦଳ ବେଶ ନିରାଶ ହୋଇଥିବା ବେଳେ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦି ଲୁହକୁ ରୋକି ପାରି ନ ଥିଲେ। ଡଗ୍‌ଆଉଟ୍‌ରେ ବସିଥିବା ବେଳେ ସେ ଭୋ-ଭୋ ହୋଇ କାନ୍ଦୁଥିବାର ଭିଡିଓ ଭାଇରାଲ ହେଉଛି। ତାଙ୍କୁ କୋଚ୍‌ ବୁଝାଉଥିଲେ ହେଁ ତାର ପ୍ରଭାବ ପଡ଼ୁନାହିଁ। ଭିଡିଓଟି ଦକ୍ଷିଣ ଆଫ୍ରିକା ସହ ମ୍ୟାଚ୍‌ ପରର ବୋଲି କୁହାଯାଉଛି।
Shaheen Afridi cries on field as Pakistan stands on verge of World Cup 2023 elimination; Video Viral
ପ୍ରକାଶ ଯେ, ପାକିସ୍ତାନ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ୪୬.୪ ଓଭରରେ ୨୭୦ରେ ଅଲଆଉଟ୍‌ ହୋଇଥିଲା। ଜବାବରେ ମଇଦାନକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ଟିମ୍‌ ୧୩୬ ରନ୍‌ରେ ୪ ଉଇକେଟ ହରାଇଥିଲେ। ଏହାପରେ ଡେଭିଡ୍‌ ମିଲର ଏବଂ ମାକ୍ରମ ଦଳର ସ୍କୋର ୨୦୦ ପାର କରାଇଥିଲେ। ଉଭୟ ଆଉଟ ହେବା ପରେ ଦଳ ହାରିଯିବା ଭଳି ମନେ ହୋଇଥିଲା। ହେଲେ ସେ୪୮ ଓଭର ଦ୍ୱିତୀୟ ବଲରେ ୧ ଉଇକେଟରେ ବିଜେତା ହୋଇଥିଲା। ଜିତିବା ମ୍ୟାଚ୍‌ ହାତରୁ ଚାଲିଯାଇଥିବାରୁ ଏହି ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ପାକିସ୍ତାନ ଖେଳାଳି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?