ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ଶାହିନ

କରାଚୀ, ୮ା୩ (ପି.ଟି.)- ପାକିସ୍ତାନର ପୂର୍ବତନ କ୍ରିକେଟ ଅଧିନାୟକ ଶାହିଦ ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ବର୍ତ୍ତମାନ ଜାତୀୟ ଦଳର ପେସ୍‌ ବୋଲର ଶାହିନ ଶାହ ଆଫ୍ରିଦୀ। ଆଫ୍ରିଦୀ କହିଛନ୍ତି ଶାହିନଙ୍କ ପରିବାର ତାଙ୍କ ଝିଅକୁ ବୋହୂ କରି ନେବାଲାଗି ପ୍ରସ୍ତାବ ଦେଇଥିଲେ। ଉଭୟ ପରିବାର ବିବାହ ପ୍ରସ୍ତାବରେ ରାଜି ହୋଇଛନ୍ତି। ଖୁବ୍‌ ଶୀଘ୍ର ବିବାହ ତାରିଖ ଘୋଷଣା କରାଯିବ। ଶାହିନଙ୍କ ପିତା ଆୟାଜ ଖାନ୍‌ ମଧ୍ୟ ଏ ବିଷୟ ସ୍ପଷ୍ଟ କରିଛନ୍ତି। ଉଭୟ ଆଫ୍ରିଦୀ ଓ ଶାହିନଙ୍କୁ ନିକଟରେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ଦେଖିବାକୁ ମିଳିଥିଲା। ବହୁ କରୋନା ପଜିଟିଭ ଚିହ୍ନଟ ପରେ ଟୁର୍ନାମେଣ୍ଟକୁ ଅଧାରୁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri