ଏହି ପ୍ରସିଦ୍ଧ ଅଭିନେତାଙ୍କୁ ଗାଳି ଦେଲେ ସ୍ତ୍ରୀ

ଅଭିନେତା ଶାହିଦ କପୁର ଏବଂ ମୀରା ରାଜପୁତ ବଲିଉଡର ସବୁଠାରୁ ଚର୍ଚ୍ଚିତ ତଥା ସୁନ୍ଦର ଦମ୍ପତିମାନଙ୍କ ମଧ୍ୟରୁ ଅନ୍ୟତମ। ଉଭୟଙ୍କ ମଜାଳିଆ ପ୍ରେମ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ସର୍ବସାଧାରଣରେ ଦୁହେଁ କେବଳ ପରସ୍ପରର ଗୋଡ ଟାଣି ନ ଥାନ୍ତି ସୋସିଆଲ ମିଡିଆରେ ପରସ୍ପରର ମଜାକ ଉଡାଇବା ଛାଡନ୍ତି ନାହିଁ । ଶାହିଦ ଏବଂ ମୀରା ସେମାନଙ୍କ ସମ୍ପର୍କ ବିଷୟରେ ବହୁତ ଖୋଲା ଏବଂ ପ୍ରାୟତଃ ପରସ୍ପର ବିଷୟରେ ପ୍ରକାଶ କରନ୍ତି। ନିକଟରେ ଶାହିଦଙ୍କୁ ମୀରା ପ୍ରବଳ ଗାଳି ଦେଇଛନ୍ତି। ମୀରା ଚାହୁଁଛନ୍ତି ଶାହିଦ୍‌ ଏକ ଡ୍ୟାନ୍ସ ଫିଲ୍ମ କରନ୍ତୁ। ଏହି କାରଣରୁ ମୀରା ସହିଦଙ୍କ ଉପରେ ରାଗିଛନ୍ତି ଏବଂ ତାଙ୍କୁ ମନାଇବା ପାଇଁ ଶାହିଦ୍‌ ସୋସିଆଲ ମିଡିଆରେ ତାଙ୍କ ଅନୁଗାମୀମାନଙ୍କ ସାହାଯ୍ୟ ଲୋଡିଛନ୍ତି। ଶାହିଦ ମଧ୍ୟ ଏହି ବିଷୟରେ ତାଙ୍କ ଇନଷ୍ଟା ଷ୍ଟାଟସ୍‌କୁ ଅପଡେଟ କରିଛନ୍ତି। ଶାହିଦ ଲେଖିଛନ୍ତି, ମୋ ସ୍ତ୍ରୀ ମୋତେ ଗାଳି ଦେଇଛନ୍ତି କାରଣ ମୁଁ କୌଣସି ମଜାଦାର ଫିଲ୍ମ କରୁ ନାହିଁ, ଯେଉଁଥିରେ ମୁଁ ନାଚିବି। ଏହା ଏକ ଖୋଲା ନିମନ୍ତ୍ରଣ, ଦୟାକରି ଏହାକୁ ପାଳନ କରିବାକୁ ମୋତେ କିଛି ଏମିତି ଫିଲ୍ମ କାଷ୍ଟ କରନ୍ତୁ। ଶାହିଦ କପୁରଙ୍କୁ ଆଗାମୀ ଫିଲ୍ମ ‘ଜର୍ସି’ରେ ଦେଖିବାକୁ ମିଳିବ। ଶାହିଦ ଏହି କ୍ରୀଡା ଡ୍ରାମା ଫିଲ୍ମର ଶୁଟିଂ ଶେଷ କରିଛନ୍ତି। ଏହା ୨୦୧୯ ତେଲୁଗୁ ଫିଲ୍ମ ‘ଜର୍ସି’ର ଏକ ହିନ୍ଦୀ ରିମେକ। ମୃଣାଳ ଠାକୁର ଏବଂ ପଙ୍କଜ ତ୍ରିପାଠୀ ଜର୍ସିରେ ଶାହିଦ କପୁରଙ୍କ ସହ ନଜର ଆସିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri