ବେଡ୍‌ରୁମ୍‌ରେ ସ୍ତ୍ରୀଙ୍କ ଏହି ଅଭ୍ୟାସ ପସନ୍ଦ କରନ୍ତି ନାହିଁ ଶାହିଦ କପୁର

ବଲିଉଡ୍‌ ଅଭିନେତା ଶାହିଦ କପୁର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। କେବଳ ସେ ନୁହେଁ, ତାଙ୍କ ସ୍ତ୍ରୀ ମୀରା ରାଜପୁତ ମଧ୍ୟ ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରଶଂସକ ଉଭୟଙ୍କ ଯୋଡି ପସନ୍ଦ ମଧ୍ୟ କରନ୍ତି। ଦୁହେଁ ସୋସିଆଲ ମିଡିଆରେ ପ୍ରାୟତଃ ମଜାଦାର ଭିଡିଓ ଏବଂ ଫଟୋ ଶେୟାର କରିଥାନ୍ତି। ନିକଟରେ ଶାହିଦ ନିଜ ବେଡ୍‌ରୁମ୍‌ର ସିକ୍ରେଟ୍‌ ଶେୟାର କରିଛନ୍ତି।
ଶାହିଦ କପୁର ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ତାଙ୍କ ଶୋଇବା ଘରର ଏକ ଫଟୋ ସେୟାର କରିଛନ୍ତି ଏବଂ ଏହାକୁ ପୋଷ୍ଟ କରି ସେ ମୀରା ରାଜପୁତଙ୍କୁ ପରିହାସ ଛଳରେ କିଛି ପ୍ରଶ୍ନ ପଚାରିଛନ୍ତି, ଯାହାର ଜବାବରେ ମୀରା ତାଙ୍କୁ କିଛି ଦିନ ଅପେକ୍ଷା କର, ସେ ସବୁକିଛି ଜାଣିବେ ବୋଲି କହିଛନ୍ତି। ମୀରା ବେଡରୁମ୍‌ରେ ଅଧିକ ତକିଆ ରଖିବାକୁ ପସନ୍ଦ କରନ୍ତି, କିନ୍ତୁ ଶାହିଦଙ୍କୁ ଏହା ପସନ୍ଦ ଆସେ ନାହିଁ। ଏହାପୂର୍ବରୁ ଶାହିଦ ମୀରାଙ୍କ ସହ ଏକ ଭିଡିଓ ଶେୟାର କରିଥିଲେ। ମୀରା ପୋଷାକ ପିନ୍ଧିବା ସମୟରେ ସଂଘର୍ଷ କରୁଥିବା ଦେଖାଯାଇଥିଲା। ମୀରା ପୋଷାକ ପିନ୍ଧୁଥିବା ବେଳେ ଶାହିଦ ଲୁଚିକି ଭିଡିଓ ପ୍ରସ୍ତୁତ କରୁଥିଲେ। ଏହା ଦେଖି ମୀରା ରାଗିଯାଇଥିଲେ।

shahid mira


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri