Posted inଜାତୀୟ

ଶାହିନବାଗ ମାମଲା: ରାସ୍ତାରେ ଧାରଣା ଦେବା ଭୁଲ, କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭।୧୦: ଦିଲ୍ଲୀର ଶାହିନବାଗ୍‌ ମାମଲା ନେଇ ସୁପ୍ରିମକୋର୍ଟ(ଏସ୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାରଙ୍କୁ ବିରୋଧ କରି ସର୍ବସାଧାରଣ ରାସ୍ତାରେ ଧାରଣା ଦେବା ଅନ୍ୟାୟ ଏବଂ ଭୁଲ। ଦୀର୍ଘଦିନ ଧରି ସର୍ବସାଧାରଣ ସ୍ଥଳକୁ ଅବରୋଧ କରିବା ଠିକ୍‌ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ଦ୍ୱାରା ସାଧାରଣ ଲୋକଙ୍କ ଅଧିକାରରେ ବାଧା ସୃଷ୍ଟି ହୋଇଥାଏ। ସର୍ବସାଧାରଣ ସ୍ଥଳକୁ ବନ୍ଦ କରି ରଖିବା କୌଣସି ବ୍ୟକ୍ତି ଅବା ସଂଗଠନ ପାଇଁ ଦୋଷାବହ। ସୂଚନାଯୋଗ୍ୟ, ସିଏଏ ବିରୋଧରେ ଶାହିନବାଗରେ ୯୦ରୁ ଅଧିକ ଦିନ ଧରି ଧାରଣା ଜାରି ରହିଥିଲା। ଏହାଯୋଗୁ ଯାତାୟତରେ ଘୋର ଅସୁବିଧା ଦେଖାଦେଇଥିଲା। କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଲକ୍‌ ଡାଉନ୍‌ ଯୋଗୁ ଏଠାରୁ ପରବର୍ତ୍ତୀ ସମୟରେ ଲୋକଙ୍କୁ ହଟାଇ ଦଆଯାଇଥିଲା। ଏଭଳି ଧାରଣାରେ ବସି ରହିବା ଆଇନ ଅନୁସାରେ ଭୁଲ୍‌ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri