Posted inଜାତୀୟ

ଛାତରୁ ଡେଇଁଲେ ମେଡିକାଲ ଛାତ୍ରୀ

ଶାହଜାହଁପୁର,୧୨।୮: ଉତ୍ତର ପ୍ରଦେଶର ଶାହଜାହାଁପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ବରୁଣ ଅର୍ଜୁନ ମେଡିକାଲ କଲେଜର ଜଣେ ଛାତ୍ରୀ ଛାତରୁ ଡେଇଁ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତରୁ ଡେଇଁବା ପୂର୍ବରୁ ସେ ଏକ ଭିଡିଓ ପ୍ରସ୍ତୁତ କରି ସମ୍ପୃକ୍ତ ମେଡିକାଲ କଲେଜ ପ୍ରଶାସନ ଉପରେ ଗମ୍ଭୀର ଆରୋପ ଲଗାଇଛନ୍ତି। ଭିଡିଓରେ ଛାତ୍ରୀ ଜଣଙ୍କ କହିଛନ୍ତି, ମୁଁ ରୁହେଲଖଣ୍ଡ ଶାହଜାହାଁପୁରରେ ଡ୍ୟୁଟୀ କରୁଛୁ। କରୋନା ସମୟରେ ମଧ୍ୟ କାମ କରୁଛୁ କିନ୍ତୁ ମାତ୍ର ୫ ହଜାର ଟଙ୍କା ଦରମା ମିଳୁଛି। ଦରମା ବଢୁନାହିଁ। ସ୍ବାସ୍ଥ୍ୟବୀମା ମଧ୍ୟ କରାଯାଉ ନାହିଁ। ଜୋର ଜବରଦସ୍ତ କାମ କରାଉଛନ୍ତି। ଖାଇବା ପିଇବା ବି ବନ୍ଦ କରିଦେଇଛନ୍ତି ବୋଲି ଛାତ୍ରୀ ଜଣଙ୍କ ଭିଡିଓରେ କହିଛନ୍ତି। ଛାତ୍ରୀଙ୍କ ଅଭିଯୋଗ ପରେ ତାଙ୍କ ସାଥୀମାନେ ମଧ୍ୟ ମେଡିକାଲ ପ୍ରଶାସନ ଉପରେ ସମାନ ଅଭିଯୋଗ ଆଣିଛନ୍ତି। ପୋଲିସ ଏବେ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri