Posted inଜାତୀୟ

ବଳାତ୍କାର ଅଭିଯୋଗ ଘଟଣା: ସୁପ୍ରିମକୋର୍ଟ ଗଲେ ଶାହନୱାଜ

ନୂଆଦିଲ୍ଲୀ,୧୮।୮:ଭାଜପା ନେତା ଶାହନୱାଜ ହୁସେନଙ୍କ ବିରୋଧରେ ଏକ ବଳାତ୍କାର ମାମଲା ରୁଜୁ ପାଇଁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ଗୁରୁବାର ସୁପ୍ରିମକୋର୍ଟ ଯାଇଛନ୍ତି ଶାହନଓ୍ବାଜ। ଏହି ମାମଲାର ଶୁଣାଣି ଆଗାମୀ ସପ୍ତାହରେ ହେବ ବୋଲି ସୁପ୍ରିମକୋର୍ଟଙ୍କ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ୨୦୧୮ରେ ଦିଲ୍ଲୀର ଜଣେ ମହିଳା ଶାହନଓ୍ବାଜଙ୍କ ବିରୋଧରେ ବଳାତ୍କାର ଏବଂ ହତ୍ୟା ଧମକ ଅଭିଯୋଗ ଆଣିଥିଲେ। ଏଥିସହ ହତ୍ୟା ଧମକ ଦେଇଥିବା ସେ ଅଭିଯୋଗ ପତ୍ରରେ ଦର୍ଶାଇଥିଲେ। ଉକ୍ତ ମାମଲାରେ ପୋଲିସ ମାମଲା ରୁଜୁ କରିବାରେ ବିଳମ୍ବ କରିଥିଲା। ଏନେଇ ସେ ତଳ କୋର୍ଟରେ ପିଟିଶନ ଫାଇଲ କରିଥିଲେ। ୨୦୧୮ର ଏକ ବଳାତ୍କାର ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଶାହନଓ୍ବାଜଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ୩ ମାସ ଭିତରେ ତଦନ୍ତ ସାରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧

ନୂଆଦିଲ୍ଲୀ,୧୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏବେ ଏହା ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି । ସୋମବାର...

ଦିଲ୍ଲୀ ସ୍ଥାନାନ୍ତର ହେବ ନାହିଁ ହାଥରସ ଗଣବଳାତ୍କାର ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ ।୧୦: ଉତ୍ତରପ୍ରଦେଶର ହାଥରସରେ ଦଳିତ ଯୁବତୀଙ୍କ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଛନ୍ତି ମାମଲାର...

କୃଷକ,ଶ୍ରମିକ ଦେଶର ମେରୁଦଣ୍ଡ: ସେମାନେ ଆତ୍ମନିର୍ଭର ଭାରତର ମୂଳଦୁଆ, କହିଲେ ନକ୍‌ଭୀ

ନୂଆଦିଲ୍ଲୀ,୧୬।୫: କୃଷକ ଏବଂ ଶ୍ରମିକମାନେ ହେଉଛନ୍ତି ଦେଶର ମେରୁଦଣ୍ଡ। ସେମାନଙ୍କ ଉପରେ ଆତ୍ମନିର୍ଭର ଭାରତର ମୂଳଦୁଆ ତିଷ୍ଠି ରହିଛି ବୋଲି କେନ୍ଦ୍ରୀୟ ମନ୍ତ୍ରୀ ମୁକ୍ତାର ଅବାସ୍‌...

ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌

ଗାଜିଆବାଦ୍‌,୧୩।୯: ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌ କରିନେଇଛନ୍ତି ଡକାୟତ। ମଙ୍ଗଳବାର ସକାଳେ ବୁଲନ୍ଦଶହରର ଭାଜପା ବିଧାୟକ ପ୍ରଦୀପ ଚୌଧୁରୀଙ୍କ ମା’ ସନ୍ତୋଷୀ...

ନିଜକୁ ଗଧ ବୋଲି କହିଲେ ମମତା ବାନାର୍ଜୀ, ଜାଣନ୍ତୁ କାହିଁକି

କୋଲକାତା,୨୧।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳର ନେତାଙ୍କ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଦେଶଦ୍ରୋହୀ...

ମସ୍‌ଜିଦ୍‌ରେ ଲାଉଡ୍‌ସ୍ପିକର ନ ଲଗାଇବାକୁ ଦାବି କଲେ ମନ୍ତ୍ରୀ

ପାଟନା,୭।୪: ମସ୍‌ଜିଦରେ ଡାକବାଜି ଯନ୍ତ୍ରର ଉତ୍କଟ ଶବ୍ଦ ଉପରେ ରୋକୋ ଲଗାଇବା ପାଇଁ ଗୁରୁବାର ବିହାର ଭାଜପା ମନ୍ତ୍ରୀ ଦାବି କରିଛନ୍ତି। ମସ୍‌ଜିଦରେ ଅଜାନ ସମୟରେ...

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା: ପୋଲିସଙ୍କ ଉପରେ ଫୁଲ ବର୍ଷା କଲେ ସାଧାରଣ ଲୋକେ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦର ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରିଛି। ଏହି ଏନ୍‌କାଉଣ୍ଟର ପରେ ସାରା...

ନେତାଙ୍କ ‘ରାକ୍ଷୀ’ ଚର୍ଚ୍ଚା

ଲକ୍ଷ୍ନୌ, ୨୧ା୯: ରାଜନେତାଙ୍କ ମୁହଁରେ ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି। ଆମ୍‌ ଆଦ୍‌ମୀ ପାର୍ଟି ନେତା ରାଘବ ଚଢ଼ାଙ୍କ...

Advertisement
Archives

Model This Week