ଚମକିଲା ରିଦ୍ଧିଙ୍କ ଭାଗ୍ୟ, ପୁଣି ଶାହାରୁଖଙ୍କ ସହ କରିବେ କାମ

ବମ୍ବେ: ଚମକିଛି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ରିଦ୍ଧି ଡୋଗରାଙ୍କ ଭାଗ୍ୟ। ତାଙ୍କ ଅଭିନୟର ପ୍ରଶଂସାରେ ଶତମୁଖ ହୋଇଛନ୍ତି ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌। କିଙ୍ଗଖାନ୍‌ଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ଯବାନ’ରେ ମା’ ଭୂମିକାରେ ନଜର ଆସିବେ ସେ। ବୟସ କମ୍‌ ସତ୍ତ୍ୱେ ନିଜର ଦମ୍‌ଦାର ଅଭିନୟ ପାଇଁ ସେ ଅଭିନେତା ମନ ଜିଣିବାରେ ସଫଳ ହୋଇଛନ୍ତି। ଏପରିକି ଶାହାରୁଖ ନିଜର ଆଗାମୀ ପ୍ରୋଜେକ୍ଟରେ ତାଙ୍କ ସହ କାମ କରିବାର ଇଚ୍ଛା ପ୍ରକାଶ କରିଛନ୍ତି। ରିଦ୍ଧି ତାଙ୍କର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି ଲେଖିଛନ୍ତି, ସ୍ବପ୍ନ ଯେବେ ସତ ହୁଏ। ଭିଡିଓରେ ଶାହାରୁଖ ତାଙ୍କ କାମର ପ୍ରଶଂସା କରୁଥିବା ନଜର ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri