ଜି-୨୦ ବୈଠକ ଯୋଗୁ ଦିଲ୍ଲୀ ଥିଏଟର ରହିବ ବନ୍ଦ, କ୍ଷତି ସହିପାରେ ଶାହାରୁଖଙ୍କ ‘ଜୱାନ’

ମୁମ୍ବାଇ: ‘ପଠାନ’ ପରେ ବଲିଉଡ ଅଭିନେତା ଶାହାରୁଖ ଖାନ ଏବେ ତାଙ୍କ ଫିଲ୍ମ ‘ଜୱାନ’ ସହିତ ଫେରୁଛନ୍ତି। ଏହି ଫିଲ୍ମକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଶାହାରୁଖ ଖାନ ମଧ୍ୟ ଏହି ଚଳଚ୍ଚିତ୍ରକୁ ବିଭିନ୍ନ ଉପାୟରେ ପ୍ରମୋଟ କରିବାରେ ବ୍ୟସ୍ତ ଅଛନ୍ତି। ଚଳଚ୍ଚିତ୍ରର ଜବରଦସ୍ତ କ୍ରେଜକୁ ଦେଖିଲେ ଏହା କୁହାଯାଇପାରେ ଯେ ‘ଜୱାନ’ ବକ୍ସ ଅଫିସରେ ରେକର୍ଡ ସଂକ୍ୟକ ଆୟ କରିବ। ଏହି ଚଳଚ୍ଚିତ୍ରଟି ଆସନ୍ତା ସେପ୍ଟେମ୍ବର ୭ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ।

ରାଜଧାନୀରେ ଜି -୨୦ ଶିଖର ସମ୍ମିଳନୀ ହେତୁ ଫିଲ୍ମର ଆୟ ଉପରେ ଏହାର ପ୍ରଭାବ ପଡିପାରେ। କୁହାଯାଉଛି ଯେ, ଦିଲ୍ଲୀର କିଛି ପ୍ରେକ୍ଷାଳୟ ଜି -୨୦ ସମୟରେ ବନ୍ଦ ହୋଇପାରେ। ଏହା ଅନୁମାନ କରାଯାଉଛି, ଶାହାରୁଖଙ୍କ ଫିଲ୍ମର ରୋଜଗାର ଉପରେ ଏହାର ସିଧାସଳଖ ପ୍ରଭାବ ପଡିବ। ରାଜଧାନୀର ଚାରୋଟି ପିଭିଆର ପ୍ରେକ୍ଷାଳୟ ସପ୍ତାହ ଶେଷରେ ବନ୍ଦ ରହିବ। କାରଣ ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଜି -୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ, ଫଳ, ଡ୍ରାଏ ଫ୍ରୁଟ୍ସ, ସୋୟାବିନ ତେଲ ଏସବୁ ହୋଇଯିବ ଖୁବ ଶସ୍ତା, ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଆଉ କ’ଣ ଶସ୍ତା ହେବ?ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଟ୍ରମ୍ପ ପ୍ରଶାସନ ଭାରତ ଉପରେ ଲଗାଯାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଉଠାଇ ଦେଇଛି ଏବଂ ଏକ ସ୍ପଷ୍ଟ ଧମକ ବଜାୟ ରଖିଛି ଯେ ଯଦି…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri