ଶାହରୁଖଙ୍କ ସୁରକ୍ଷାରେ ତ୍ରୁଟି

ବଲିଉଡର କିଙ୍ଗ ଖାନ ତଥା ଶାହାରୁଖଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ପ୍ରାୟତଃ ଅନେକ ପ୍ରଶଂସକ ସେମାନଙ୍କର ସୁପରଷ୍ଟାରଙ୍କୁ ଭେଟିବା ପାଇଁ ସମସ୍ତ ସୀମା ଅତିକ୍ରମ କରନ୍ତି। ଶାହରୁଖ ୨ ପ୍ରଶଂସକମାନେ ଗୁରୁବାର ରାତିରେ ସୀମା ଅତିକ୍ରମ କରି ବାନ୍ଦ୍ରାସ୍ଥିତ ଅଭିନେତା ବଙ୍ଗଳା ମନ୍ନତରେ ପ୍ରବେଶ କରିବାକୁ ସାହସ କରିଥିଲେ। ତେବେ ଶାହାରୁଖଙ୍କ ଘରେ ପ୍ରବେଶ କରିବା ପୂର୍ବରୁ ସୁରକ୍ଷାକର୍ମୀ ଉଭୟଙ୍କୁ ଧରିଥିଲେ। ଏହା ପରେ ମନ୍ନତର ହାଉସ ମ୍ୟାନେଜର ଉଭୟ ପ୍ରଶଂସକଙ୍କୁ ବାନ୍ଦ୍ରା ପୋଲିସକୁ ହସ୍ତାନ୍ତର କରିଥିଲେ।
ଅନ୍ୟପକ୍ଷରେ ବାନ୍ଦ୍ରା ପୋଲିସ କହିଛି, ଗିରଫ ହୋଇଥିବା ଉଭୟ ଯୁବକଙ୍କର ବୟସ ୧୯ରୁ ୨୦ବର୍ଷ। ଶାହାରୁଖଙ୍କ ବଙ୍ଗଳାରେ ପ୍ରବେଶ କରିବା ସମୟରେ ଡ୍ୟୁଟିରେ ଥିବା ସୁରକ୍ଷା କର୍ମୀ ଉଭୟଙ୍କୁ ଧରାଯାଇଥିଲା। ପ୍ରାଥମିକ ସୂଚନା ଅନୁଯାୟୀ ଅଭିଯୁକ୍ତ ପଚରାଉଚରା ବେଳେ ପୋଲିସକୁ କହିଥିଲେ, ସେମାନେ ଗୁଜରାଟରୁ ଆସି ଶାହାରୁଖଙ୍କୁ ଭେଟିବାକୁ ଚାହୁଁଛନ୍ତି। ବିନା ଅନୁମତିରେ ବ୍ୟକ୍ତିଗତ ସମ୍ପତ୍ତି ପ୍ରବେଶ ପାଇଁ ପୋଲିସ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିଛି। ମାମଲାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri