Posted inଜାତୀୟ

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି। ତେବେ ଗତ କିଛିଦିନ ପୂର୍ବରୁ ରାଜ୍ୟରେ ମେଣ୍ଟ ରାଜନୀତି ଜୋର ଧରିଥିଲା। ଭାଜପା ଓ ବିଜେଡି ମେଣ୍ଟ କରିବା ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା। ହେଲେ ପରେ ଦୁଇ ଦଳ ଏକାକୀ ଲଢିବା ନେଇ ଘୋଷଣା କରିଥିଲେ।

ଆଜି ଏକ ଜାତୀୟ ଗଣମାଧ୍ୟକୁ ସାକ୍ଷାତକାର ନେଇ ମେଣ୍ଟ ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି ଅମିତ ଶାହା। ମେଣ୍ଟ କାହିଁକି ହେଲାନି ବୋଲି ସେ ଖୋଲା ଖୋଲି ଭାବରେ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଓଡିଶାଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମୋର ଦୃଢ ବିଶ୍ୱାସ ଥିଲା ଏବଂ ରହିଛି। ଓଡିଶା ଭାଷା, ସଂସ୍କୃତି ଓ ଗୌରବ ପାଇଁ ଭାଜପା ଓଡିଶାରେ ଏକାକୀ ଲଢିବା ପାଇଁ ନିଷ୍ପତ୍ତି ନେଇଛି। ମୋଦିଙ୍କ ନେତୃତ୍ୱରେ ରାଜ୍ୟର ବିକାଶ ପାଇଁ ଦାୟିତ୍ୱ ଦେବାକୁ ଓଡ଼ିଶାବାସୀଙ୍କୁ ଅନୁରୋଧ କରୁଛୁ। ମୋଦି ଯେଉଁଠି ବିଜୟୀ ହୋଇଛନ୍ତି ସେଠି ବିକାଶ ଦ୍ରୁତ ଗତିରେ ହୋଇଛି। ଓଡ଼ିଶାରେ ବି ବିକାଶ ଦ୍ରୁତ ଗତିରେ ହେବ କହିଲେ ଶାହ କହିଛନ୍ତି।

କହିରଖୁଛୁ କି, ମାସେ ପୂର୍ବରୁ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଯେଉଁ ଆଲୋଚନା ଚାଲିଥିଲା ତାହା ପର ମୂହୁର୍ତ୍ତରେ ବିଫଳ ହୋଇ ଯାଇଥିଲା। ଯାହାପରେ ଦୁଇ ଦଳ ଏକାଠି ଲଢିବା ନେଇ ଘୋଷଣା କରିଥିଲେ। ଆଲୋଚନ ବିଫଳ ହେବା ପରେ ଓଡିଶା ଭାଜପା ସଭାପତି ମନମୋହନ ସାମଲ ଘୋଷଣା କରିଥିଲେ ଯେ, ରାଜ୍ୟବାସୀଙ୍କ ହିତ, ଓଡିଆଙ୍କ ଅସ୍ମିତା ଓ ଗୌରବ ଆଗରେ ବିଜେଡି ସରକାରଙ୍କ ସହ ମେଣ୍ଟ ନେଇ ସହମତି କରିଲୁ ନାହିଁ। ଚଳିତ ନିର୍ବାଚନରେ ଭାଜପା ଏକାକୀ ଲଢିବା ସହ ରାଜ୍ୟରେ ସରକାର ଗଠନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri