କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ ଏକ ସମାବେଶକୁ ଉଦ୍‌ବୋଧନ ଦେଇଥିଲେ। ପରେ କଟକରେ ଆସି ରୋଡ୍‌ ଶୋ’ କରିଛନ୍ତି। କଟକ ଗୋପବନ୍ଧୁ ଛକରୁ ଶାହାଙ୍କ ରୋଡ୍‌ ଶୋ’ ଆରମ୍ଭ ହୋଇଛି। ୨ ଘଣ୍ଟା ଧରି ଏହି ରୋଡ୍‌ ଶୋ’ ଚାଲିବ। ଏଥିରେ ଭାଜପାର କଟକ ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାନସଭା ପ୍ରାର୍ଥୀ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ସାମିଲ ହୋଇଛି। ଏତଦ୍‌ବ୍ୟତୀତ ହଜାର ହଜାର ସଂଖ୍ୟାରେ ଭାଜପା କର୍ମୀ ଶାହାଙ୍କ ରୋଡ୍‌ ଶୋ’ରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?