ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଭାଜପାକୁ ଗୋଟିଏ ସୁଯୋଗ ଦେବାକୁ ଓଡିଶାବାସୀଙ୍କୁ ଶାହା ନିବେଦନ କରିଛନ୍ତି।

ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି, ଏଥର ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ସହ ସାମ୍ନାସାମ୍ନି ଲଢ଼େଇ ହେବ। କୌଣସି ଦ୍ୱନ୍ଦ୍ୱ ନାହିଁ, ସାମ୍ନାସାମ୍ନି ନିର୍ବାଚନ ଲଢ଼ିବୁ। ମୋଦିଙ୍କ ନେତୃତ୍ୱବରେ ରାଜ୍ୟର ବିକାଶ ପାଇଁ ଦାୟିତ୍ୱ ଦେବାକୁ ଓଡ଼ିଶାବାସୀଙ୍କୁ ଅନୁରୋଧ କରୁଛୁ। ମୋଦି ଯେଉଁଠି ବିଜୟୀ ହୋଇଛନ୍ତି ସେଠି ବିକାଶ ଦ୍ରୁତ ଗତିରେ ହୋଇଛି। ଓଡ଼ିଶାରେ ବି ବିକାଶ ଦ୍ରୁତ ଗତିରେ ହେବ କହିଲେ ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri