Posted inଜାତୀୟ

ଅନଶନରେ ବସିବେ ସଚିନ ପାଇଲଟ

ଜୟପୁର/ନୂଆଦିଲ୍ଲୀ, ୧୧ା୪: ରାଜସ୍ଥାନରେ ପୂର୍ବର ଭାଜପା ଶାସନ ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ ମଙ୍ଗଳବାର ଅନଶନରେ ବସିବେ। ବସୁନ୍ଧରା ରାଜେଙ୍କ ସମୟର ଦୁର୍ନୀତି ବିରୋଧରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ଲଢ଼େଇ କରୁଛନ୍ତି। ସେ ଅନ୍ୟ କାହାକୁ ଟାର୍ଗେଟ କରୁନାହାନ୍ତି ବୋଲି ତାଙ୍କ ଘନିଷ୍ଠ ସୂତ୍ରରୁ କୁହାଯାଇଛି। ରାହୁଲ ଗାନ୍ଧୀ ଯେପରି ଆଦାନୀ ଗ୍ରୁପ୍‌ ଦୁର୍ନୀତି ବିରୋଧରେ ଲଢ଼େଇ ଚଳାଇଛନ୍ତି, ସେହିପରି ବସୁନ୍ଧରା ସରକାରଙ୍କ ଦୁର୍ନୀତିକୁ ସଚିନ ପ୍ରସଙ୍ଗ କରିଥିବା କୁହାଯାଉଛି।
ଅନ୍ୟପକ୍ଷରେ ଚଳିତ ବର୍ଷ ଶେଷ ଭାଗରେ ରାଜସ୍ଥାନ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ସଚିନଙ୍କ କାର୍ଯ୍ୟକୁ ନେଇ ଦଳ ଭିତରେ ଆଶଙ୍କା ବୃଦ୍ଧି ପାଇଛି। ତାଙ୍କ ବିରୋଧୀ ଭାବେ ଜଣାଶୁଣା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପାଇଁ ସଚିନଙ୍କର ଏହା ନୂଆ ଚ୍ୟାଲେଞ୍ଜ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri