Posted inଖେଳ

କ୍ରିକେଟକୁ ଫେରିଲେ ଏହି ମହାନ ଅଲରାଉଣ୍ଡର

ଢାକା,୪ା୧- ଦୀର୍ଘ ଏକ ବର୍ଷର ବ୍ୟବଧାନ ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତି ଶାକିବ ଅଲ ହାସନ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଓ ଟେଷ୍ଟ ସିରିଜ୍‌ ଲାଗି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ପକ୍ଷରୁ ସୋମବାର ଘୋଷିତ ୨୪ ଜଣିଆ ପ୍ରାରମ୍ଭିକ ଦଳରେ ଏହି ଷ୍ଟାର ଅଲରାଉଣ୍ଡର ସ୍ଥାନ ପାଇଛନ୍ତି। ତାଙ୍କୁ ଉଭୟ ଦିନିକିଆ ଓ ଟେଷ୍ଟ ଦଳରେ ଯାଗା ମିଳିଛି।

ଗତବର୍ଷ ତାଙ୍କୁ ଆଇସିସି ଦୁର୍ନୀତି ନିୟମ ଭଙ୍ଗ କରିବା ପାଇଁ ୧୨ଟି ଅନ୍ତର୍ଜାତୀୟ ମ୍ୟାଚ୍‌ରୁ ବ୍ୟାନ କରାଯାଇଥିଲା। ମ୍ୟାଚ୍‌ ଫିକ୍ସିଂ କରି ନ ଥିଲେ ମଧ୍ୟ ବୁକିମାନେ ତାଙ୍କୁ ଯୋଗାଯୋଗ କରିଥିଲେ। ବୁକିଙ୍କ ପ୍ରସ୍ତାବକୁ ସେ ଗ୍ରହଣ କରି ନ ଥିଲେ। ହେଲେ ଏ ସମ୍ପର୍କରେ ଆଇସିସିକୁ ଜଣାଇ ନ ଥିଲେ। ତାଙ୍କୁ ଏକ ତ୍ରିରାଷ୍ଟ୍ରୀୟ ସିରିଜ୍‌ ଓ ଆଇପିଏଲ ମ୍ୟାଚ୍‌ରେ ସ୍ପଟ୍‌ ଫିକ୍ସିଂ କରିବାକୁ ପ୍ରସ୍ତାବ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri