Posted inଖେଳ

ବାସନ୍ଦ ପରେ ପ୍ରତ୍ୟାବର୍ତ୍ତନ ଲାଗି ଟ୍ରେନିଂ ଆରମ୍ଭ କରିବେ ଏହି କ୍ରିକେଟର୍‌

ଢାକା, ୮।୮: ପ୍ରତିଯୋଗିତାମୂଳକ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ବାଂଲାଦେଶ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ ହାସନ ଆସନ୍ତା ମାସରୁ ଅଭ୍ୟାସ ଆରମ୍ଭ କରିବେ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସମୟରେ ମ୍ୟାଚ୍‌ ଫିକ୍ସିଂ ଲାଗି ବୁକିଙ୍କ ନିକଟରୁ ଶାକିବଙ୍କୁ ଅଫର୍‌ ଆସିଥିଲା। ଏହି ଘଟଣାକୁ ଲୁଚାଇ ଥିବାରୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଶାକିବଙ୍କୁ ୨ ବର୍ଷ ଲାଗି ବାସନ୍ଦ କରିଥିଲା। ଏହି ବାମହାତୀ ଅଲ୍‌ରାଉଣ୍ଡରଙ୍କ ବାସନ୍ଦ ଅବଧି ଅକ୍ଟୋବର ୨୯ରେ ସମାପ୍ତ ହେବ। ଏଥିପୂର୍ବରୁ ଶାକିବ ଆସନ୍ତା ମାସରେ ତାଙ୍କ ଟ୍ରେନିଂ ଆରମ୍ଭ କରିବେ ବୋଲି ଜଣାପଡ଼ିଛି। ଶାକିବଙ୍କ ପରାମର୍ଶଦାତା ନଜମୁଲ୍‌ ଆବିଦିନ ଏକ ସାକ୍ଷାତ୍‌କାର ଅବସରରେ କହିଛନ୍ତି, ‘ଶାକିବ ଆସନ୍ତା ମାସରେ ବିକେଏସ୍‌ପି ଆସିବେ। ଯେଉଁଠାରେ କୋଚ୍‌ ଓ ଟ୍ରେନର ଉପଲବ୍ଧ ରହିବେ।’ ବାଂଲାଦେଶ ସୀମିତ ଓଭର କ୍ରିକେଟ୍‌ ଦଳର ଏହି ଅଧିନାୟକ ବର୍ତ୍ତମାନ ପରିବାର ସହ ଆମେରିକାରେ ରହୁଛନ୍ତି। ଅଗଷ୍ଟରେ ସେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାତିଲ୍‌ ହୋଇପାରେ ଭାରତ-ଇଂଲଣ୍ଡ ସିରିଜ

ନୂଆଦିଲ୍ଲୀ, ୧୫।୭- ମହାମାରୀ କରୋନା ଭାଇରସ୍‌ ଲାଗି ଘରୋଇ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ସେପ୍ଟେମ୍ବରରେ ହେବାକୁ ଥିବା ସୀମିତ ଓଭର ବିଶିଷ୍ଟ ସିରିଜ...

ପ୍ରଥମ ଦୁଇ ଦିନିକିଆରୁ ଓ୍ବିଲିୟମସନ ବାଦ୍‌

ହାମିଲଟନ, ୪।୨ (ପି.ଟି.)- ଭାରତ ବିପକ୍ଷ ଆଗାମୀ ଦିନିକିଆ ସିରିଜ ପୂର୍ବରୁ ଘରୋଇ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳକୁ ଝଟ୍‌କା ଲାଗିଛି। କହୁଣି ଆଘାତଜନିତ ସମସ୍ୟା ଲାଗି...

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ୍‌: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଦିନିକିଆ ସିରିଜକୁ ୨-୧ରେ ଜିତିଥିବା ଅଷ୍ଟ୍ରେଲିଆ ଦଳକୁ ଶେଷ ମ୍ୟାଚ୍‌ରେ ପରାସ୍ତ କରିଥିଲା...

କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ...

ଗେଲ, ମାଲିଙ୍ଗାଙ୍କୁ କେହି କିଣିଲେ ନାହିଁ

ଲଣ୍ଡନ,୨୧।୧୦- ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡ୍ରେଡ୍‌’ ପାଇଁ ରବିବାର ଖେଳାଳି ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଫଗାନିସ୍ତାନ ଅଧିନାୟକ ରସିଦ ଖାଁଙ୍କୁ ପ୍ରଥମେ...

ନେଗେଟିଭ୍‌ ପରେ ପାକିସ୍ତାନ ଦଳରେ କାଶିଫ୍‌

ଲଣ୍ଡନ,୧୬ା୭ (ଏ.ପି.)-ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ପ୍ରୋଟୋକଲ୍‌ ଅନୁସାରେ ବାମହାତୀ ସ୍ପିନର କାଶିଫ ଭଟ୍ଟିଙ୍କର ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ୍‌ ଆସିବାପରେ ବର୍ତ୍ତମାନ...

ହୃଦ୍‌ଘାତରେ ମାରାଡୋନାଙ୍କ ପରଲୋକ

ବୁଏନ୍ସ ଆୟାର୍ସ, ୨୬।୧୧: ଏକ ଦୁଃଖଦ ଘଟଣା କ୍ରମରେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ମାତ୍ର ୬୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।...

ସେଣ୍ଟ୍‌ ଲୁସିଆ ଫ୍ରାଞ୍ଚାଇଜ୍‌କୁ କିଣିବ କିଙ୍ଗ୍ସ ଇଲେଭେନ

ନୂଆଦିଲ୍ଲୀ, ୧୮ା୨ (ପି.ଟି.)- କିଙ୍ଗ୍ସ ଇଲେଭେନ ପଞ୍ଜାବ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ସେଣ୍ଟ ଲୁସିଆ ଫ୍ରାଞ୍ଚାଇଜ୍‌ କ୍ରୟ କରିବ। ଫଳରେ ସିପିଏଲ ଦଳ କ୍ରୟ...

Play 250+ Trending Games
Archives

Model This Week

Why Dharitri