Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ହଲଚଲ: ଏନଡିଏରେ ଯୋଗଦେବେ ଠାକରେ!

ମୁମ୍ବାଇ,୧୯।୩: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳ ଡିଆଁ ପର୍ବ ବୃଦ୍ଧି ପାଉଛି। ଏହି ଭିତରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଯେଉଁଠାରେ କଳ୍ପନାଜଳ୍ପନା ଲାଗିରହିଛି ଯେ ଲୋକସଭା ନିର୍ବାଚନ ପୂର୍ବରୁ ଠାକରେ ଏନିଏରେ ମିଶି ପାରନ୍ତି। ଏନଡିଏ -ଏମଏନଏସ ( ମହାରାଷ୍ଟ୍ର ନବନିର୍ମାଣ ସେନା) ଏକାଠି ହୋଇପାରନ୍ତି। ତେଣୁ ଆଜି ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ଏମଏନଏସ ମୁଖ୍ୟ ରାଜ ଠାକରେ। ସେ ଦିଲ୍ଲୀରେ ପହଞ୍ଚିବା ପରେ ଚର୍ଚ୍ଚା ଖୁବ୍‌ ଜୋରରେ ଚାଲିଛି। ଉଭୟଙ୍କ ମଧ୍ୟରେ ଏକ ବଡ ବୈଠକ ବସିିଛି। ଯଦି ରାଜ ଠାକରେ ମେଣ୍ଟରେ ସାମିଲ ହୁଅନ୍ତି ତେବେ ସେ ଭାଜପାକୁ ଦକ୍ଷିଣ ମୁମ୍ବାଇ ଓ ଶିରଡ ଲୋକସଭା ଆସନ ମାଗି ପାରନ୍ତି।

ରାଜ ଠାକରେ ହେଉଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସମ୍ପର୍କୀୟ ଭାଇ। ବର୍ତ୍ତମାନ ଉଦ୍ଧବ ଠାକରେ ବିରୋଧୀ ଦଳ ଭାବେ ମହାରାଷ୍ଟ୍ରରେ କାମ କରୁଛନ୍ତି। ଶିବସେନାର ପ୍ରତିଷ୍ଠାତା ତଥା ଉଦ୍ଧବଙ୍କ ବାପା ବାଲ ଠାକରେଙ୍କ ପୁତୁରା ଭାବେ ରାଜ ଠାକରେ ପରିଚିତ। ଉଦ୍ଧବ ଠାକରେ କଂଗ୍ରେସ ଓ ଏନସିପି ସହ ମିଶି ଭାଜପା ଏବଂ ସିନ୍ଦେ ଗୋଷ୍ଠୀଙ୍କୁ ହରାଇବାକୁ ଚାହୁଁଛନ୍ତି। ହେଲେ ଏବେ ରାଜ ଠାକରେ ଭାଜପା ଓ ଶିବସେନା ସହ ମେଣ୍ଟ କରିବାକୁ ଚାହୁଁଛନ୍ତି। ଏପରି ସ୍ଥିତିରେ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri