ଶ୍ୟାମ ଷ୍ଟିଲର ନୂଆ ଡିଜିଟାଲ ପ୍ରଚାର ଅଭିଯାନ

ଭୁବନେଶ୍ୱର,୧୫।୮: ପ୍ରାଥମିକ ଟିଏମ୍‌ଟି ବାରର ଅନ୍ୟତମ ଅଗ୍ରଣୀ ଉପତ୍ାଦନକାରୀ ଏବଂ ବିନିର୍ମାଣକାରୀ ଶ୍ୟାମ ଷ୍ଟିଲ ଅଲିମ୍ପିକ ପଦକ ବିଜେତା ଲଭଲିନା ବୋରଗୋହେନ ଏବଂ ମନପ୍ରୀତ ସିଂଙ୍କୁ ନେଇ ତାହାର ନୂଆ ଡିଜିଟାଲ ପ୍ରଚାର ଅଭିଯାନ ଆରମ୍ଭ କରିଛି। ଶ୍ୟାମ ଷ୍ଟିଲ ଅପନା ଘର୍‌ ଆପ୍‌ ଦ୍ୱାରା ଯୋଗାଇ ଦିଆଯାଉଥିବା ପୂର୍ଣ୍ଣାଙ୍ଗ ସମାଧାନ ସମ୍ପର୍କରେ ବ୍ୟକ୍ତିଗତ ବାସଗୃହ ନିର୍ମାତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ଶ୍ୟାମ ଷ୍ଟିଲ ଫ୍ଲେକ୍ସି ଷ୍ଟ୍ରଙ୍ଗ ଟିଏମ୍‌ଟି ବାରଗୁଡିକ ଭଳି ସାମର୍ଥ୍ୟ ଓ ନମନୀୟତାର ଠିକ୍‌ ତାଳମେଳ ଜରିଆରେ ମଜଭୁତ ମୂଳଦୁଆ ହାସଲ କରାଯାଏ ବୋଲି ବ୍ରାଣ୍ଡ୍‌ର ବାର୍ତ୍ତା ସବୁସ୍ତରରେ ପହଞ୍ଚାଇବାକୁ ଏହି ପ୍ରଚାର ଅଭିଯାନ ଲକ୍ଷ୍ୟ ରଖିଛି। ଡିଜିଟାଲ ଫିଲ୍ମ ପ୍ରଚାର ଅଭିଯାନର ଡିଜାଇନ କ୍ରିକ କ୍ରିଏଟିଭସ ଦ୍ୱାରା କରାଯାଇଛି। ଏହା ସାମାଜିକ ଓ ଡିଜିଟାଲ ଗଣମାଧ୍ୟମଗୁଡିକ ଜରିଆରେ ଜୋରଦାର ପ୍ରଚାର କରାଯିବ।
ଏ ସମ୍ପର୍କରେ ଶ୍ୟାମ ଷ୍ଟିଲ ଇଣ୍ଡଷ୍ଟ୍ରିଜ ଲିମିଟେଡର ଡାଇରେକ୍ଟର ଲଳିତ ବେରିୱାଲା କହିଛନ୍ତି, ନମନୀୟତା ଉପରେ ନିର୍ଭର କରୁଥିବା ସ୍ଥାୟିତ୍ୱ ସହ ସାମର୍ଥ୍ୟ ପ୍ରତି ଦୃଷ୍ଟିଦେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରତ୍ୟେକଟି ପ୍ରତିବନ୍ଧକକୁ ଏଡାଇଯାଇ ସେମାନଙ୍କ ସ୍ବପ୍ନ ସାକାର କରିବା ନିମନ୍ତେ ଲଭଲିନା ଏବଂ ମନପ୍ରୀତଙ୍କର ଦଢ଼ତା ଏବଂ ଏକାଗ୍ରତା ସହ ବ୍ରାଣ୍ଡ୍‌ ଚିନ୍ତାଧାରାର ସାମଞ୍ଜସ୍ୟକୁ ଏହି ପ୍ରଚାର ଅଭିଯାନ ପ୍ରତିଫଳିତ କରୁଛି। ଏହି ପ୍ରଚାର ଅଭିଯାନ ମଧ୍ୟ ଅପନା ଘର୍‌ ଆପ ଏବଂ ଏହାର ଫାଇଦା ସମ୍ପର୍କରେ ଗ୍ରାହକଙ୍କୁ ସଚେତନ କରାଇବା ଦିଗରେ ଆମକୁ ସହାୟତା କରିବ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri