ଶ୍ୟାମ ଷ୍ଟିଲର ନୂଆ ଡିଜିଟାଲ ପ୍ରଚାର ଅଭିଯାନ

ଭୁବନେଶ୍ୱର,୧୫।୮: ପ୍ରାଥମିକ ଟିଏମ୍‌ଟି ବାରର ଅନ୍ୟତମ ଅଗ୍ରଣୀ ଉପତ୍ାଦନକାରୀ ଏବଂ ବିନିର୍ମାଣକାରୀ ଶ୍ୟାମ ଷ୍ଟିଲ ଅଲିମ୍ପିକ ପଦକ ବିଜେତା ଲଭଲିନା ବୋରଗୋହେନ ଏବଂ ମନପ୍ରୀତ ସିଂଙ୍କୁ ନେଇ ତାହାର ନୂଆ ଡିଜିଟାଲ ପ୍ରଚାର ଅଭିଯାନ ଆରମ୍ଭ କରିଛି। ଶ୍ୟାମ ଷ୍ଟିଲ ଅପନା ଘର୍‌ ଆପ୍‌ ଦ୍ୱାରା ଯୋଗାଇ ଦିଆଯାଉଥିବା ପୂର୍ଣ୍ଣାଙ୍ଗ ସମାଧାନ ସମ୍ପର୍କରେ ବ୍ୟକ୍ତିଗତ ବାସଗୃହ ନିର୍ମାତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ଶ୍ୟାମ ଷ୍ଟିଲ ଫ୍ଲେକ୍ସି ଷ୍ଟ୍ରଙ୍ଗ ଟିଏମ୍‌ଟି ବାରଗୁଡିକ ଭଳି ସାମର୍ଥ୍ୟ ଓ ନମନୀୟତାର ଠିକ୍‌ ତାଳମେଳ ଜରିଆରେ ମଜଭୁତ ମୂଳଦୁଆ ହାସଲ କରାଯାଏ ବୋଲି ବ୍ରାଣ୍ଡ୍‌ର ବାର୍ତ୍ତା ସବୁସ୍ତରରେ ପହଞ୍ଚାଇବାକୁ ଏହି ପ୍ରଚାର ଅଭିଯାନ ଲକ୍ଷ୍ୟ ରଖିଛି। ଡିଜିଟାଲ ଫିଲ୍ମ ପ୍ରଚାର ଅଭିଯାନର ଡିଜାଇନ କ୍ରିକ କ୍ରିଏଟିଭସ ଦ୍ୱାରା କରାଯାଇଛି। ଏହା ସାମାଜିକ ଓ ଡିଜିଟାଲ ଗଣମାଧ୍ୟମଗୁଡିକ ଜରିଆରେ ଜୋରଦାର ପ୍ରଚାର କରାଯିବ।
ଏ ସମ୍ପର୍କରେ ଶ୍ୟାମ ଷ୍ଟିଲ ଇଣ୍ଡଷ୍ଟ୍ରିଜ ଲିମିଟେଡର ଡାଇରେକ୍ଟର ଲଳିତ ବେରିୱାଲା କହିଛନ୍ତି, ନମନୀୟତା ଉପରେ ନିର୍ଭର କରୁଥିବା ସ୍ଥାୟିତ୍ୱ ସହ ସାମର୍ଥ୍ୟ ପ୍ରତି ଦୃଷ୍ଟିଦେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରତ୍ୟେକଟି ପ୍ରତିବନ୍ଧକକୁ ଏଡାଇଯାଇ ସେମାନଙ୍କ ସ୍ବପ୍ନ ସାକାର କରିବା ନିମନ୍ତେ ଲଭଲିନା ଏବଂ ମନପ୍ରୀତଙ୍କର ଦଢ଼ତା ଏବଂ ଏକାଗ୍ରତା ସହ ବ୍ରାଣ୍ଡ୍‌ ଚିନ୍ତାଧାରାର ସାମଞ୍ଜସ୍ୟକୁ ଏହି ପ୍ରଚାର ଅଭିଯାନ ପ୍ରତିଫଳିତ କରୁଛି। ଏହି ପ୍ରଚାର ଅଭିଯାନ ମଧ୍ୟ ଅପନା ଘର୍‌ ଆପ ଏବଂ ଏହାର ଫାଇଦା ସମ୍ପର୍କରେ ଗ୍ରାହକଙ୍କୁ ସଚେତନ କରାଇବା ଦିଗରେ ଆମକୁ ସହାୟତା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri