ରୋଗ ପାଇଁ ବାରମ୍ବାର ଅତ୍ମହତ୍ୟା ଉଦ୍ୟମ କରିଥିଲେ ଏହି ଅଭିନେତ୍ରୀ, ହେଲେ ଭାଗ୍ୟରେ ଲେଖାଥିଲା ଆଉ କିଛି

ବଲିଉଡରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ନିଜ ଜୀବନରେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଅଭିନେତ୍ରୀ ଶାମା ସିକନ୍ଦରଙ୍କ ଜୀବନରେ ଏପରି କିଛି ଖରାପ ସମୟ ମଧ୍ୟ ଆସିଥିଲା। କ୍ଷୁଦ୍ର ଫିଲ୍ମ ‘ସେକ୍ସାହୋଲିକ’ରୁ ଲାଇମଲାଇଟକୁ ଆସିଥିବା ଶାମା ଏତେ ଅସୁବିଧାରେ ପଡ଼ିଥିଲେ ଯେ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ତାଙ୍କ ଭାଗ୍ୟରେ ଆଉ କିଛି ଲେଖାଥିଲା ସେ ବଞ୍ଚିଯାଇଥିଲେ।

ଶାମା ତାଙ୍କ ଅଭିନୟ ଏବଂ ଗ୍ଲାମରସ ଷ୍ଟାଇଲ ସହିତ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। କିନ୍ତୁ ତାଙ୍କ ଜୀବନରେ ଏପରି ଏକ ସମୟ ଆସିଥିଲା ଯେ ସେ ବଞ୍ଚିବାକୁ ଚାହୁଁନଥିଲେ। ବାସ୍ତବରେ, ୫ ବର୍ଷ ପୂର୍ବେ ସେ ବାୟପୋଲର ଡିସ୍‌ଅଡରର୍ଡ ଏକ ମାନସିକ ବ୍ୟାଧି ସହ ସଂଘର୍ଷ କରୁଥିଲେ। ଏହା ଏକ ପ୍ରକାର ମାନସିକ ରୋଗ। ଏ ନେଇ ସେ ସେ ବାରମ୍ବାର ଆତ୍ମହତ୍ୟା କରିବାକୁ ଚିନ୍ତା କରୁଥିଲେ।

ପରେ ଏକ ସମୟ ଆସିଲା ଯେତେବେଳେ ସେ ବହୁ ପରିମାଣର ନିଦ ବଟିକା ଖାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଅଭିନେତ୍ରୀ ଏକ ସାକ୍ଷାତକାର କହିଥିଲେ ଯେ, ଆତ୍ମହତ୍ୟା କରିବା ପୂର୍ବରୁ ସେ ତାଙ୍କ ମା’ଙ୍କ ନିକଟକୁ ଯାଇ ତାଙ୍କୁ ଗେଲ କରିଥିଲେ। ତାଙ୍କୁ ସକାଳେ ଜାଗ୍ରତ ନକରିବାକୁ ମା’ଙ୍କୁ କହିଥିଲେ। ପରେ ବ୍ୟାଙ୍କ ବିଷୟରେ ସମସ୍ତ ତଥ୍ୟ ତାଙ୍କ ଭାଇଙ୍କୁ ଦେଇଥିଲେ। ଏଥିରେ ତାଙ୍କ ଭାଇ ବିରକ୍ତ ହୋଇଥିଲେ। ଭାଇ ସଙ୍ଗେ ସଙ୍ଗେ ମାଆକୁ ଶାମାଙ୍କ ପାଖକୁ ଯିବାକୁ କହିଲେ। ୩ ଘଣ୍ଟା ପରେ ଚେତା ଫେରିଲା ବେଳକୁ ସେ ଡାକ୍ତରଖାନାରେ ଥିଲେ।

ଜାନୁୟାରୀ ୨୦୧୬ ରେ, ଏହି ରୋଗରୁ ଆରୋଗ୍ୟ ଲାଭ କରିବା ପରେ ଶାମା ଆଲେକ୍ସଜାଣ୍ଡାର୍‌ ଜେମ୍ସ ମିଲିରନ ନାମକ ଜଣେ ବ୍ୟକ୍ତିଙ୍କ ସହ ନିର୍ବନ୍ଧ କଲେ। ପରେ ସେ ଏହାର ଫଟୋ ଶେୟାର କରିଥିଲେ ଯେଉଁଥିରେ ସେ ଖୁବ୍‌ ସୁନ୍ଦର ଦେଖାଯାଉଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?