ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି।

ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ। ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମେଡିକାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି।

ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ପଚରାଉଚରା ଜାରି ରଖିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?