Posted inଜାତୀୟ

ୟୁପି ମେଡିକାଲରେ ଲଜ୍ଜା

ଗାଜିଆବାଦ, ୭ା୫ : ଉତ୍ତର ପ୍ରଦେଶ(ୟୁପି)ର ଗାଜିଆବାଦ ମେଡିକାଲରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା। ମେଡିକାଲରେ ଛିଡ଼ା ହୋଇଥିବା ଜଣେ ମହିଳାଙ୍କ ଉପରେ ହସ୍ତମୈଥୁନ କରୁଥିବା ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। ଅଭିଯୁକ୍ତ ହେଲେ କାଇଲା ଭଟ୍ଟ ଅଞ୍ଚଳର ଅର୍ଶଦ (୩୫)।

ରିପୋର୍ଟ ମୁତାବକ, ୪୦ ବର୍ଷୀୟା ମହିଳା ଏମ୍‌ଏମ୍‌ଜି ଜିଲା ହସ୍ପିଟାଲ ଯାଇଥିଲେ। ସେ ମେଡିସିନ ପାଇଁ ଧାଡ଼ିରେ ଛିଡ଼ା ହୋଇଥିବାବେଳେ ତାଙ୍କ ପଛରେ ଛିଡ଼ା ହୋଇ ହସ୍ତମୈଥୁନ ଆରମ୍ଭ କରୁଥିଲେ ଅର୍ଶଦ। କିଛି ଲୋକଙ୍କ ନଜରକୁ ଆସିଥିଲା ଏହି ଲଜ୍ଜାଜନକ ଘଟଣା। ଏହା ପରେ ଉପସ୍ଥିତ ଲୋକେ ଅର୍ଶଦଙ୍କୁ ଧରି ଘଣ୍ଟାଘର କୋଟଓ୍ବାଲି ଥାନାକୁ ନେଇ ଯାଇଥିଲେ। ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଆଇପିସି ୩୫୪ ଧାରାରେ ଯୌନ ନିର୍ଯ୍ୟତନା ମାମଲା ଦାୟାର କରାଯାଇଛି।

ଘଟଣା ସମ୍ପର୍କରେ ମେଡିକାଲର ସୁପ୍ରିଟେଣ୍ଡେଣ୍ଟ ଡ. ଅନୁରାଗ ଭାର୍ଗାଓ୍ବା କହିଛନ୍ତି, ମେଡିକାଲର ବିଭିନ୍ନ ସ୍ଥାନରେ ଆମର ୩ ଗାର୍ଡ ମୁତୟନ ଅଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଲୋକଙ୍କ ଧାଡ଼ିରେ ନଜର ରଖିବା ପାଇଁ ମୁତୟନ କରିବୁ। ତେବେ ହସ୍ପିଟାଲରେ ପୁରୁଷ ଓ ମହିଳାଙ୍କ ପାଇଁ ଅଲଗା ଅଲଗା ଧାଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଜ୍ଞାନବାପି ସର୍ଭେ ରାୟ ଦେଇଥିବା ଜଜ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ୍‌ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍‌ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି।...

ଫାଶୀରେ ଲଟକିଲେ ୫ ପରିବାର ସଦସ୍ୟ

ପଟନା,୧୩।୩: ବିହାରର ସୁପୌଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାର ୫ ଜଣ ସଦସ୍ୟ ଫାଶୀରେ ଲଟକି ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ-ସ୍ବାମୀ ଏବଂ...

ମନରେଗା ନେଇ ରାଜ୍ୟକୁ ଚେତାବନୀ ଦେଲେ ଗିରିରାଜ ସିଂ…

ନୂଆଦିଲ୍ଲୀ,୮।୮ : ମନରେଗା ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂ ଦେଶର ରାଜ୍ୟକୁ ଚେତାବନୀ ଦେଇଛନ୍ତି। ରାଜ୍ୟମାନଙ୍କୁ ଏକ ଚିଠି ଲେଖି ସେ...

ମିଶନ ଦିଲ୍ଲୀ ସମ୍ପର୍କରେ ସୂଚନା ଦେଲେ ଦିଦି…

କୋଲକାତା,୭।୧୦: ଭବାନୀପୁର ଉପନିର୍ବାଚନରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ମମତା ଦିଦି...

ମିଜାଇଲ୍‌ ମ୍ୟାନ୍‌ଙ୍କ ଶ୍ରାଦ୍ଧ ବାର୍ଷିକୀ: ଦେଶ ଦେଲା ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୭।୭: ଭାରତର ମିଜାଇଲ୍‌ ମ୍ୟାନ୍‌ ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବ୍‌ଦୁଲ୍‌ କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶନିବାର ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ୨୦୧୫ ଜୁଲାଇ ୨୭ରେ...

୩୫୦ କୋଟିର ହେରୋଇନ ଜବତ…

ଅହମଦାବାଦ, ୧୨।୭ : ଗୁଜୁରାଟର ଆତଙ୍କବାଦ ବିରୋଧୀ ସ୍କ୍ବାଡ (ଏଟିଏସ)କୁ ଏକ ବଡ଼ ସଫଳତା ମିଳିଛି। କୁଚ ଜିଲାର ମୁନ୍ଦ୍ରା ବନ୍ଦର ନିକଟରେ ଥିବା ଏକ...

କଂଗ୍ରେସକୁ ଆରଏସଏସ ଫୋବିଆ: ସିପି ଜୋଶୀ

ଜୟପୁର,୧୨।୫:ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଭାଜପା ଏବଂ ଆରଏସଏସକୁ ଫାସିବାଦୀ କହିଥିବା ବୟାନକୁ ରାଜସ୍ଥାନର ଭାଜପା ସଭାପତି ସିପି ଜୋଶୀ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ...

Advertisement
Archives

Model This Week