Posted inଖେଳ

ରୋହିତଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ମୁମ୍ବାଇ ୧୩୧/୬

ଚେନ୍ନାଇ,୨୩।୪: କିଙ୍ଗ୍ସ ପଞ୍ଜାବ ବୋଲରଙ୍କ ଘାତକ ବୋଲିଂ ଯୋଗୁ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ମାତ୍ର ୧୩୧ ରନ୍‌ କରିଛି। ଅଧିନାୟକ ରୋହିତ ଶର୍ମା ଖେଳିଥିଲେ ୬୩ (୫ ଚୌକା ଓ ୨ ଛକା) ରନ୍‌ର ଅର୍ଦ୍ଧଶତକୀୟ ପାଳି। କିନ୍ତୁ ଏଥି ନେଇ ତାଙ୍କୁ ୫୨ ବଲର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୂର୍ଯ୍ୟକୁମାର ଯାଦବ ୩୩ ଓ କିରନ ପୋଲାର୍ଡ (୧୬*)ଙ୍କ ବ୍ୟତୀତ ଅନ୍ୟ କେହି ସଫଳ ହୋଇ ନ ଥିଲେ। ଡେଥ୍‌ ଓଭରରେ ଖରାପ ବୋଲିଂ ପାଇଁ ସମାଲୋଚନାର ସମ୍ମୁଖୀନ ହୋଇଥିବା ମହମ୍ମଦ ଶାମି ଓ ରବି ବିଷ୍ଣୋଇ ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯୁବିଙ୍କୁ ମୋଟୁ କହିଲେ ପାକିସ୍ତାନ ବୋହୂ

ନୂଆଦିଲ୍ଲୀ,୧୬।୧୧- ଅବସରପ୍ରାପ୍ତ ଅଲରାଉଣ୍ଡ ଯୁବରାଜ ସିଂ (ଯୁବି)ଙ୍କୁ ପାକିସ୍ତାନ ବୋହୂ ତଥା ଦେଶର ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ମୋଟୁ ବୋଲି କହିଛନ୍ତି।...

ଚାହିଦାରେ ଯୁବ ଖେଳାଳି

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶ୍ୱର ଏହି ବ୍ୟୟବହୁଳ ଲିଗ୍‌ ପାଇଁ ଅନୁଷ୍ଠିତ ମିନି ଅକ୍ସନରେ ଫ୍ରାଞ୍ଚାଇଜ୍‌ ଦଳଗୁଡ଼ିକ...

ଅମିତ ଶାହାଙ୍କୁ ଭେଟି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ଦାବି କଲେ କୁସ୍ତି ଯୋଦ୍ଧା

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା ଅଲିମ୍ପିୟାନ କୁସ୍ତିଯୋଦ୍ଧା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ...

ଆଗାମୀ ଆଇପିଏଲରୁ ନୂଆ ଅବତାରରେ ନଜର ଆସିବେ ଭଜି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣରୁ ଭିନ୍ନ ଅବତାରରେ ନଜର ଆସିବେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ। ତାଙ୍କୁ ସପୋର୍ଟ...

୬ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ଦୁବାଇ,୭।୧୧: ପାକିସ୍ତାନ କ୍ରିକେଟ ଦଳର ତାରକା ଓପନର୍‌ ତଥା ଉଇକେଟ କିପର ମହମ୍ମଦ ରିଜୱାନ ଏକ ବଡ଼ ରେକର୍ଡ କରିଛନ୍ତି। ସେ ସ୍କଟଲ୍ୟାଣ୍ଡ ବିପକ୍ଷରେ ଏକ...

ଜନ୍ମଦିନ, ଡେବ୍ୟୁ ମ୍ୟାଚ୍‌, ପ୍ରଥମ ବଲ୍‌ରେ ଛକା… ବିସ୍ଫୋରକ ବ୍ୟାଟିଂ କରି ଏକାଧିକ ରେକର୍ଡ କଲେ ଏହି କ୍ରିକେଟର

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ପ୍ରଥମ ଦିନିକିଆ ଖେଲିବା ପୂର୍ବରୁ ଉଇକେଟକିପର ସଞ୍ଜୁ ସାମସନ୍‌ ଆହତ ହୋଇଥିଲେ। ଅଭ୍ୟାସ ସମୟରେ ଆହତ ହୋଇଥିବା ସାମସନ୍‌ ମ୍ୟାଚ୍‌...

ଏସିଆ କପ ଫାଇନାଲ୍‌: ଟସ୍‌ ଜିତିଲା ପାକିସ୍ତାନ

ଦୁବାଇ,୧୧।୯:ଏସିଆ କପ ଟି-୨୦ ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଟାଇଟଲ ମ୍ୟାଚରେ ପାଞ୍ଚ ଥର ଚାମ୍ପିୟନ ଶ୍ରୀଲଙ୍କା ଏବଂ ଦୁଇଥର ଚାମ୍ପିୟନ...

ଆଇପିଏଲ୍‌ ଅକ୍ସନ ପୂର୍ବରୁ ନାଁ ଫେରାଇନେଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ନୂଆଦିଲ୍ଲୀ,୮।୨: ଆଇପିଏଲ୍‌ ମେଗା ଅକ୍ସନ ଫେବୃୟାରୀ ୧୨ ଏବଂ ୧୩ ରେ ହେବାକୁ ଯାଉଛି। ଦୁନିଆର ସବୁଠାରୁ ଅଧିକ ଦେଖାଯାଉଥିବା ଏହି ଲିଗ୍‌ର ନିଲାମ ଉପରେ...

Advertisement
Archives

Model This Week