Posted inଖେଳ

ଚତୁର୍ଥ ଟେଷ୍ଟରେ ଖେଳିପାରନ୍ତି ଶାମି

ନୂଆଦିଲ୍ଲୀ, ୫ା୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିରିଜର ଚତୁର୍ଥ ତଥା କ୍ରିକେଟ ଟେଷ୍ଟ ମାର୍ଚ୍ଚ ୯ରୁ ଅହମଦାବାଦରେ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତର ସବୁଠାରୁ ସିନିୟର ସ୍ପିଡ୍‌ଷ୍ଟର ମହମ୍ମଦ ଶାମି ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇବେ ବୋଲି ଆଶା କରାଯାଉଛି। ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ ଶାମିଙ୍କୁ ଇନ୍ଦୋର ଗେମ୍‌ରୁ ବିଶ୍ରାମ ଦେଇଥିଲା। ମେଡିକାଲ ଷ୍ଟାଫ୍‌ଙ୍କ ସହ ପରାମର୍ଶ ପରେ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ପେସ୍‌ ବୋଲରଙ୍କ ଲାଗି ବିଶ୍ରାମ ବ୍ୟବସ୍ଥା କରିଛି। ଶାମି ଆଗକୁ ନିୟମିତ ଆଇପିଏଲ୍‌ ଖେଳିବେ। ତାଙ୍କୁ ଦିନିକିଆ ବିଶ୍ୱକପ୍‌ରେ ଖେଳାଇବା ଯୋଜନା ରହିଛି। ଶାମିଙ୍କୁ ପ୍ରଥମ ଦୁଇଟି ଟେଷ୍ଟରେ ଖେଳାଯାଇଥିଲା, ତୃତୀୟ ଗେମ୍‌ରୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ସ୍ଥାନରେ ମହମ୍ମଦ ସିରାଜଙ୍କ ପରେ ଉମେଶ ଯାଦବ ଦ୍ୱିତୀୟ ପେସ୍‌ ବୋଲର ହିସାବରେ ଦଳରେ ସ୍ଥାନ ପାଇଥିଲେ। ପ୍ରଥମ ତିନୋଟି ଗେମ୍‌ରେ ସିରାଜ ମାତ୍ର ୨୪ ଓଭର ବୋଲିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri