Posted inଖେଳ

କ୍ରିକେଟ ପ୍ରଶଂସକଙ୍କ ଲାଗି ଖୁସି ଖବର: ଅଷ୍ଟ୍ରେଲିଆ ଗସ୍ତରେ ଗଲେ ଶାମି

ନୂଆଦିଲ୍ଲୀ,୧୩।୧୦: କ୍ରିକେଟ ପ୍ରଶଂସକଙ୍କ ଲାଗି ଖୁସି ଖବର। ଅନୁଭବୀ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଅଷ୍ଟ୍ରେଲିଆ ଗସ୍ତରେ ଯାଇଛନ୍ତି। ସେ ଖୁବ୍‌ଶୀଘ୍ର ଟିମ୍‌ ଇଣ୍ଡିଆ ସହ ଯୋଡ଼ି ହେବେ। ଟି୨୦ ବିଶ୍ୱକପ୍‌ ୨୦୨୨ରେ ଆହତ ଜସପ୍ରିତ ବୁମ୍‌ରାଙ୍କ ସ୍ଥାନ ନେବେ।

କହିରଖୁଛି ଯେ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଅକ୍ଟୋବର ୨୩ରେ ଖେଳିବ। ଏହି ମୁକାବିଲା ଦୀପାବଳିର ଠିକ୍‌ ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ବିପକ୍ଷରେ ହେବ। ମେଲବୋର୍ନରେ ଏହା ଖେଳାଯିବ। ଏହାପୂର୍ବରୁ ଭାରତୀୟ ଟିମ୍‌ ଦୁଇ ଅଫିସିଆଲ୍‌ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?